ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ତଥା ଫିଲ୍ମ ନିର୍ମାତା ଅନୁରାଗ କାଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଅଭିନେତ୍ରୀ ପାୟଲ ଘୋଷଙ୍କ ଏକ ଟ୍ୱିଟ୍‌କୁ ନେଇ ଏବେ ପୁଣିଥରେ ଚର୍ଚ୍ଚା ଜୋର ଧରିଛି।

“ଯଦି ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳେ, ମନେ ରଖନ୍ତୁ। ହେଲେ ସେ ଆତ୍ମହତ୍ୟା ଆଦୌ କରିବେନି” ବୋଲି ଟ୍ୱିଟ୍‌ କରି ପାୟଲ ଏହା କହିଛନ୍ତି।

ସେ ଆହୁରି କହିଛନ୍ତି, “ଏହି ଘଟଣାକୁ ଲୋକେ ଅବସାଦ କିମ୍ବା କୌଣସି ଚିକିତ୍ସା ସହ ଯୋଡ଼ିବାକୁ ମଧ୍ୟ ପ୍ରସ୍ତୁତ।” ’

ଗତ ସପ୍ତାହରେ ପାୟଲ, ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିବା ସହ ଏନେଇ ମୁମ୍ବାଇ ଭର୍ସୋଭା ଥାନାରେ ଏତଲା ଦେଇଛନ୍ତି। ୨୦୧୩ ମସିହାରେ ପାୟଲଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୋଲିସ୍‌ ଅନୁରାଗଙ୍କ ବିରୋଧରେ ମାମଲା ରୁଜୁ କରିଛି।

ପଢ଼ନ୍ତୁ: ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ, ଅଭିନେତ୍ରୀ କହିଲେ-ମୋ ସୁରକ୍ଷା ଏବେ ବିପଦରେ…

ଆହୁରି ପଢ଼ନ୍ତୁ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

You might also like