ମାଆଙ୍କ ଶେଷ ଦର୍ଶନ କରିପାରିଲେ ନାହିଁ ବଲିଉଡ୍ ଅଭିନେତା ଇର୍‌ଫାନ୍‌

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ଇର୍‌ଫାନ୍‌ ଖାନଙ୍କର ମାଆ ସୟୀଦା ବେଗମଙ୍କର ଶନିବାର ସକାଳେ ପରଲୋକ ହୋଇଛି। ବାର୍ଦ୍ଧକ୍ୟତା କାରଣରୁ ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲା। ମୃତ୍ୟୁ ବେଳକୁ ତାଙ୍କ ୯୫ ବର୍ଷ ବୟସ ହୋଇଥିଲା। ସେ ଜୟପୁରର ବେନିୱାଲ୍‌ କାନ୍ତା କ୍ରିଷ୍ଣା କଲୋନୀରେ ରହୁଥିଲେ।  ସୟୀଦା ରାଜପରିବାରରୁ ଆସିଥିଲେ। ସେ ଜଣେ କବି ମଧ୍ୟ ଥିଲେ। ସୟୀଦାଙ୍କ ମୃତ୍ୟୁ ବିଷୟରେ ଫିଲ୍ମ ବ୍ୟବସାୟ ବିଶ୍ଲେଷକ କୋମଲ ନହାଟା ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ନ୍ୟୁ ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ରେ ପ୍ରାକାଶିତ ଖବର ଅନୁସାରେ, ଇର୍‌ଫାନ୍‌ ମୁମ୍ବାଇରେ ଥିବାରୁ ମାଙ୍କ ଶେଷ ଦର୍ଶନ ପାଇଁ ଯାଇପାରି ନାହାନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସେ ତାଙ୍କ ମାଆଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଥିବାରୁ ଇର୍‌ଫାନ୍‌ ତାଙ୍କ ମାଆଙ୍କର ଅନ୍ତିମଯାତ୍ରାରେ ସାମିଲ୍‌ ହୋଇପାରି ନଥିଲେ।
ଇର୍‌ଫାନଙ୍କ ପରିବାରରେ ତାଙ୍କ ମାଆ ସୟୀଦା ଗଲାପରେ ତାଙ୍କର ଦୁଇ ଭାଇ  ସଲ୍‌ମାନ ଓ ଇମ୍ରାନ୍‌ ଅଛନ୍ତି।

ଆହୁରି ପଢ଼ନ୍ତୁ

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ’ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଉଛି କାହିଁକି ?’

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

You might also like