ବଲିଉଡ୍‌ରେ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍ ଆନନ୍ଦଙ୍କ ଜଲ୍ଓ୍ୱା

ଭୁବନେଶ୍ୱର: ପୁଣିଥରେ ବଲିଉଡ୍‌ରେ ଓଲିଉଡ୍ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍ ଆନନ୍ଦଙ୍କ ଜଲ୍ଓ୍ୱା ଦେଖିବାକୁ ମିଳିଛି। ଅପ୍‌କମିଂ ବଲିଉଡ୍‌ ଫିଲ୍ମ ‘ଲଭ୍‌ ୟୁ ଟର୍ଣ୍ଣ’ର ଦୁଇଟି ଗୀତକୁ ସୁମଧୁର ସଙ୍ଗୀତରେ ସଜାଇଛନ୍ତି ପ୍ରେମ୍ ଆନନ୍ଦ।

ଏହି ଫିଲ୍ମକୁ ମିଶାଇ ଦ୍ୱିତୀୟ ଥର ଲାଗି ସେ ବଲିଉଡ୍‌ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ଏହା ପୂର୍ବରୁ ସେ ‘ଦେଖ୍‌ ଭାଇ ଦେଖ୍‌’ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।

ଫିଲ୍ମ ‘ଲଭ୍‌ ୟୁ ଟର୍ଣ୍ଣ’କୁ ନିର୍ଦ୍ଦେଶନା ଦେଇଛନ୍ତି ହରିଶ୍‌ ରାୱତ୍‌। ତ୍ରିକୋଣୀୟ ଭଲପାଇବାକୁ ନେଇ ପ୍ରସ୍ତୁତ ହୋଇଥିବା ଏହି ଫିଲ୍ମ ଆସନ୍ତା ୨୨ରେ ରିଲିଜ୍ ହେବ।

ଅନେକ ଓଡ଼ିଆ ହିଟ୍‌ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ୍‌ ଆନନ୍ଦ।

ଆହୁରି ପଢ଼ନ୍ତୁ

କେତେଦିନ ରହିବ ଏ ‘ମାଇବାପ୍‌’ ସରକାର ?

ହାତ ନାହିଁ କିନ୍ତୁ ଗୋଡ଼ରେ ଆଙ୍କୁଛନ୍ତି ଜୀବନ୍ତ ଛବି, ଦେଖନ୍ତୁ ଭିଡିଓ

ଚୀନରୁ ଚିହ୍ନଟ ହେଲା ଆଉ ଏକ ଭୟଙ୍କର ଭୂତାଣୁ: ପୁଣି ଏକ ମହାମାରୀ ଆଶଙ୍କା !

ଆଜିର ଦିନରେ ଆକାଶରୁ ଖସିଥିଲା ପ୍ରାୟ ୪୦୦ ଫିଟ୍‌ର ଗ୍ରହାଣୁ

ଶେଷ ଭିଡିଓ ବାର୍ତ୍ତାରେ ‘ବାଏ…ଡାଡି…ବାଏ’ କହି ଆଖି ବୁଜିଲେ ପୁଅ

ମହାରାଣୀ ଏଲିଜାବେଥଙ୍କ ଏଇ ଜିନିଷରେ ହାତ ଲଗାଇବାର ଅଧିକାର କାହାର ନାହିଁ

ସ୍ୱାମୀ ଚିକେନ୍‌ ବିରିୟାନୀ ନଦେବାରୁ ପତ୍ନୀ ନେଲେ ଚରମ ନିଷ୍ପତ୍ତି

ସ୍କୁଲ୍ ବହିରେ ପଢ଼ାଯିବ ଜନ୍ନତଙ୍କ କାହାଣୀ

କେହି ରାଜି ନହେବାରୁ ନିଜେ ମ୍ୟାନ୍‌ହୋଲ୍‌ ଭିତରେ ପଶି ଅଳିଆ ସଫା କଲେ ବିଜେପି କର୍ପୋରେଟର୍

ପକେଟ ମନିରୁ ଫେସ୍‌ ସିଲ୍ଡସ୍ ମାସ୍କ ତିଆରି କଲେ ଦଶମ ଶ୍ରେଣୀର ଛାତ୍ର

ଚା’ ବିକାଳୀଙ୍କ ଝିଅ ହେଲେ ଫ୍ଲାଇଙ୍ଗ୍‌ ଅଫିସର

ଅଣ୍ଡାରେ କଲେ ଏମିତି ଟ୍ରିକ୍, ଜିତିଲେ ଗିନିଜ ବୁକ୍‌ ରେକର୍ଡ, ଭିଡିଓ ଭାଇରାଲ

You might also like