ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ମହାସମାବେଶ ଆୟୋଜିତ

ଭୁବନେଶ୍ୱର :  ଆୟୋଜିତ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ମହା ସମାବେଶ। ଓଲିଉଡର ପ୍ରଖ୍ୟାତ କଳାକାରଙ୍କ ସମେତ ପ୍ରଯୋଜକ, ନିର୍ଦ୍ଦେଶକ ମାନେ ଏହି ମହାସମାବେଶରେ ଯୋଗ ଦେଇଥିଲେ।

ଓଡ଼ିଆ ଚଳଚ୍ଚିତ୍ର ଜଗତ ପ୍ରତି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଅବହେଳା କରିଥିବା ନେଇ ଏହି ଅବସରରେ ସମାଲୋଚନା କରାଯାଇଛି। ଓଡ଼ିଆ ସିନେ ଜଗତର ଉନ୍ନତି ଲାଗି ସରକାର ନୂଆ ଯୋଜନା ଆଣିବା ନେଇ ଏହି ସମୟରେ ଗୁରୁତ୍ୱ ଦିଆଯାଇଛି।

ଏହାସହ ଚଳଚ୍ଚିତ୍ର ସହ ସଂଶ୍ଳିଷ୍ଠ ଥିବା କଳାକାରଙ୍କ ପରିବାରର ସ୍ୱାସ୍ଥ୍ୟବୀମା, ବରିଷ୍ଠ କଳାକାରଙ୍କୁ ପେନ୍‌ସନ ଆଦି ପ୍ରଦାନ କରିବା ଲାଗି ଦାବି କରାଯାଇଥିଲା।

 

ଆହୁରି ପଢ଼ନ୍ତୁ

ସୁଶାନ୍ତ ସିଂ ମୃତ୍ୟୁ ଘଟଣା: ଡ୍ରଗ୍ସ ଲିଙ୍କ୍‌ ମାମଲାରେ ସାରା ଓ ଶ୍ରଦ୍ଧାଙ୍କୁ ହୋଇପାରେ ସମନ୍‌

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ସଲମାନ୍‌, କରଣଙ୍କୁ ସମନ୍‌

ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ, ଅଭିନେତ୍ରୀ କହିଲେ-ମୋ ସୁରକ୍ଷା ଏବେ ବିପଦରେ…

ସୁଶାନ୍ତଙ୍କୁ ହତ୍ୟା କରାଯାଇଥିଲା କି ? ଉଠିଲା ଏହି ୧୦ ପ୍ରଶ୍ନ

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

ଓଡ଼ିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା

ବ୍ୟଥିତ ମନରେ ମୁମ୍ବାଇ ଛାଡ଼ିଲେ କଙ୍ଗନା ରଣାୱତ

ସୁଶାନ୍ତଙ୍କ ଫାର୍ମହାଉସ୍‌ରେ ହେଉଥିଲା କି ଡ୍ରଗ୍ସ ପାର୍ଟି ? ମିଳିଲା ଏସବୁ ଜିନିଷ

କଙ୍ଗନାଙ୍କ ଘରର ଅବୈଧ ନିର୍ମାଣର ତାଲିକା ଦେଲା ବିଏମ୍‌ସି

ରାଜ୍ୟପାଳଙ୍କୁ ନ୍ୟାୟ ମାଗିଲେ କଙ୍ଗନା

You might also like