ସୁପରଷ୍ଟାର ରଜନୀକାନ୍ତଙ୍କ ଫିଲ୍ମରେ ନଜର ଆସିବେ ଓଡ଼ିଆ ଝିଅ ଦେବସ୍ମିତା

ଭୁବନେଶ୍ୱର: ଓଡ଼ିଆ ଝିଅଙ୍କ କମାଲ। ତାମିଲ ଫିଲ୍ମ ‘ଦରବାର’ରେ ଦେଖିବାକୁ ମିଳିବ ଓଡ଼ିଆ ଝିଅ ଦେବସ୍ମିତା ପଟ୍ଟନାୟକଙ୍କ ଅଭିନୟର ଯାଦୁ। ସବୁଠାରୁ ବଡ଼ କଥା ହେଉଛି ଏହି ଫିଲ୍ମରେ ତାମିଲ ସୁପରଷ୍ଟାର ରଜନୀକାନ୍ତ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି।

ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ଦେବସ୍ମିତା ଜଣେ ବିଏସ୍‌ସି ଛାତ୍ରୀ। ସେ ବର୍ଷେ ହେବ ମୁମ୍ବାଇରେ ରହୁଛନ୍ତି।

ଆସନ୍ତା ବର୍ଷ ଜାନୁଆରୀରେ ଫିଲ୍ମ ‘ଦରବାର’ ରିଲିଜ୍ ହେବ। ପ୍ରମୁଖ ଭୂମିକାରେ ସୁପରଷ୍ଟାର ରଜନୀକାନ୍ତଙ୍କ ସହ ଅଭିନେତ୍ରୀ ନୟନଥାରାଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ଏଆର୍‌ ମୁରୁଗାଡୋସ୍‌ ରହିଛନ୍ତି। ତେବେ ଓଡ଼ିଆ ଝଅ ଦେବସ୍ମିତାଙ୍କ ଏହି ସଫଳତାକୁ ନେଇ ଖାଲି ଗଜପତି ଜିଲ୍ଲା ନୁହେଁ ବରଂ ସାରା ଓଡ଼ିଶା ଏଥିପାଇଁ ଗର୍ବିତ।

ଆହୁରି ପଢ଼ନ୍ତୁ

ସୁଶାନ୍ତ ସିଂ ମୃତ୍ୟୁ ଘଟଣା: ଡ୍ରଗ୍ସ ଲିଙ୍କ୍‌ ମାମଲାରେ ସାରା ଓ ଶ୍ରଦ୍ଧାଙ୍କୁ ହୋଇପାରେ ସମନ୍‌

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ସଲମାନ୍‌, କରଣଙ୍କୁ ସମନ୍‌

ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ, ଅଭିନେତ୍ରୀ କହିଲେ-ମୋ ସୁରକ୍ଷା ଏବେ ବିପଦରେ…

ସୁଶାନ୍ତଙ୍କୁ ହତ୍ୟା କରାଯାଇଥିଲା କି ? ଉଠିଲା ଏହି ୧୦ ପ୍ରଶ୍ନ

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

ଓଡ଼ିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା

ବ୍ୟଥିତ ମନରେ ମୁମ୍ବାଇ ଛାଡ଼ିଲେ କଙ୍ଗନା ରଣାୱତ

ସୁଶାନ୍ତଙ୍କ ଫାର୍ମହାଉସ୍‌ରେ ହେଉଥିଲା କି ଡ୍ରଗ୍ସ ପାର୍ଟି ? ମିଳିଲା ଏସବୁ ଜିନିଷ

କଙ୍ଗନାଙ୍କ ଘରର ଅବୈଧ ନିର୍ମାଣର ତାଲିକା ଦେଲା ବିଏମ୍‌ସି

ରାଜ୍ୟପାଳଙ୍କୁ ନ୍ୟାୟ ମାଗିଲେ କଙ୍ଗନା

You might also like