ଋଷି କପୁର୍‌ ଅସୁସ୍ଥ

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଋଷି କପୁର୍‌ ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ମୁମ୍ବାଇ ସ୍ଥିତ ସାର୍‌ ଏଚ୍‌.ଏନ୍‌. ରିଲାଏନ୍ସ ଫାଉଣ୍ଡେସନ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରଯାଇଛି।

ସେ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବୁଧବାର ଦିନ ସକାଳେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଏନେଇ ଋଷିଙ୍କ ଭାଇ ରଣଧୀର କପୁର ସୂଚନା ଦେଇଛନ୍ତି। ବର୍ତ୍ତମାନ ତାଙ୍କ(ଋଷି) ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ରଣଧୀର କହିଛନ୍ତି।

୨୦୧୮ରେ ସେ କ୍ୟାନସରରେ ପୀଡିତ ହୋଇଥିଲେ। ତା’ପରେ ପ୍ରାୟ ବର୍ଷେ ପର୍ଯ୍ୟନ୍ତ ସେ ନ୍ୟୁୟର୍କରେ ଚିକିତ୍ସିତ ହେଉଥିଲେ ଓ ପରେ ସେ ମୁମ୍ବାଇ ଫେରିଥିଲେ। 

ଫିଲ୍ମ କ୍ୟାରିୟର ଭିତରେ ଋଷି କପୁର ଅନେକ ଫିଲ୍ମରେ ଅଭିନୟ କରି ଲୋକମାନଙ୍କ ପ୍ରଶଂସା ସାଉଁଟିଛନ୍ତି। ଗତ ଡିସେମ୍ବର ମାସରେ ରିଲିଜ ହୋଇଥିବା ଇମ୍ରାନ୍‌ ହାସ୍‌ମିଙ୍କ ଅଭିନୀତ ଫିଲ୍ମ “ଦ ବଡି”ରେ ଅଭିନୟ କରିଥିବା ତାଙ୍କୁ ଦେଖିବାକୁ ମିଳିଥିଲା। 

ଆହୁରି ପଢ଼ନ୍ତୁ

ଫିଲ୍ମ ନିର୍ମାତା ନିଶିକାନ୍ତ କାମାତ ଗୁରୁତର; ହସ୍‌ପିଟାଲ୍‌ରେ ଭର୍ତ୍ତି

ପ୍ରଥମଥର ସୁଶାନ୍ତଙ୍କ ପରିବାରକୁ ଇଡିର ପଚରାଉଚୁରା

ପ୍ରସିଦ୍ଧ ଲେଖକ ରାହତ ଇନ୍ଦୋରି କରୋନା ପଜିଟିଭ

ଦିଶା ସାଲିୟାନଙ୍କ ହତ୍ୟା ମାମଲାରେ ନିଜ ନାଁ ଯୋଡ଼ିବାରୁ ଥାନାରେ ମାମଲା ରୁଜୁ କଲେ ସୁରଜ ପଞ୍ଚୋଲି

ସୁଶାନ୍ତ ମୃତ୍ୟୁ ମାମଲା: ରିୟା ଚକ୍ରବର୍ତ୍ତୀଙ୍କ ଅଭିଯୋଗକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ସୁସ୍ଥ ହୋଇ ଘରକୁ ଫେରିଲେ ସଞ୍ଜୟ ଦତ୍ତ

ସୁଶାନ୍ତଙ୍କ ସହ ବାର୍ତ୍ତାଳାପର ହ୍ୱାଟ୍ସଆପ୍‌ ସ୍କ୍ରିନ୍‌ଶଟ୍‌ ଶେଆର୍ କଲେ ରିୟା

‘ଦ୍ୱିତୀୟ ବିବାହ କରିବାରୁ ବାପାଙ୍କ ସହ ସୁଶାନ୍ତଙ୍କ ସମ୍ପର୍କ ଖରାପ ହୋଇଥିଲା’

ED ଜେରା ବେଳେ ଆଉ ଏକ ନମ୍ବର ଲୁଚାଇଥିଲେ ରିୟା

ଭଉଣୀଙ୍କ ନାଁରେ ସୁଶାନ୍ତ ଜମା କରିଥିବା ଫିକ୍ସଡ୍‌ ଡିପୋଜିଟ୍‌ରୁ କୋଟି କୋଟି ଟଙ୍କା ଗାଏବ !

ସୁଶାନ୍ତଙ୍କ ଆସିଷ୍ଟାଣ୍ଟ ଦେଲେ ରିୟାଙ୍କ ବିରୋଧରେ ଚାଞ୍ଚଲ୍ୟକର ତଥ୍ୟ

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ସିବିଆଇ ତଦନ୍ତର ଆବଶ୍ୟକ ନାହିଁ ବୋଲି କହିଲା ମୁମ୍ବାଇ ପୁଲିସ

You might also like