ପ୍ରଖ୍ୟାତ କଣ୍ଠଶିଳ୍ପୀ ଅନୁରାଧା ପୋଡ୍‌ୱାଲଙ୍କ ପୁଅ ଆଦିତ୍ୟଙ୍କ ଦେହାନ୍ତ

ମୁମ୍ବାଇ: ପ୍ରଖ୍ୟାତ ବଲିଉଡ୍‌ କଣ୍ଠଶିଳ୍ପୀ ତଥା ଭଜନ ଗାୟିକା ଅନୁରାଧା ପୋଡ୍‌ୱାଲଙ୍କ ପୁଅ ଆଦିତ୍ୟ ପୋଡ୍‌ୱାଲଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା। ଆଦିତ୍ୟଙ୍କ ପରଲୋକ ନେଇ ସିଙ୍ଗର ଓ କମ୍ପୋଜର୍ ଶଙ୍କର ମହାଦେବନ୍‌ ସୋସିଆଲ୍‌ ମିଡିଆରେ ସୂଚନା ଦେଇଛନ୍ତି।

Devastated hearing this ! Our dearest Aditya Paudwal is no more !! Just can’t believe this ! What an amazing musician…

Shankar Mahadevan यांनी वर पोस्ट केले शुक्रवार, ११ सप्टेंबर, २०२०

ମିଳିଥିବା ସୂଚନା ଅନୁସାରେ, ସେ କିଡ୍‌ନୀ ରୋଗରେ ଆକ୍ରାନ୍ତ ଥିଲେ ଓ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଆଦିତ୍ୟ ଜଣେ ମ୍ୟୁଜିକ୍‌ ଆରେଞ୍ଜର ଓ ପଡ୍ୟୁସର ଥିଲେ।

ଆହୁରି ପଢ଼ନ୍ତୁ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

ଓଡ଼ିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା

ବ୍ୟଥିତ ମନରେ ମୁମ୍ବାଇ ଛାଡ଼ିଲେ କଙ୍ଗନା ରଣାୱତ

ସୁଶାନ୍ତଙ୍କ ଫାର୍ମହାଉସ୍‌ରେ ହେଉଥିଲା କି ଡ୍ରଗ୍ସ ପାର୍ଟି ? ମିଳିଲା ଏସବୁ ଜିନିଷ

କଙ୍ଗନାଙ୍କ ଘରର ଅବୈଧ ନିର୍ମାଣର ତାଲିକା ଦେଲା ବିଏମ୍‌ସି

ରାଜ୍ୟପାଳଙ୍କୁ ନ୍ୟାୟ ମାଗିଲେ କଙ୍ଗନା

ଆଉନାହାନ୍ତି ଅଜିତ୍ ଦାସ

ନା ଅଛି ବେଡ୍‌ ନା ତକିଆ…ଜେଲ୍‌ରେ ଏବେ ଏମିତି କଟୁଛି ରିୟାଙ୍କ ଦିନ

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା; ଡ୍ରଗ୍ ପେଡଲର ଗିରଫ

ଯାତ୍ରା କଳାକାର ଭିକୁ ସେଠ୍‌ଙ୍କ ପରଲୋକ

କଙ୍ଗନା ଡ୍ରଗ୍ସ ନେବା ଅଭିଯୋଗ; ତଦନ୍ତ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ଡ୍ରଗ୍ସକୁ ନେଇ ରିୟାଙ୍କ ଖୁଲାସା: ସାମ୍ନାକୁ ଆସିଲା ଏହି ବଲିଉଡ୍‌ ସେଲିବ୍ରେଟିଙ୍କ ନାଁ

You might also like