Sushant Singh Death Case: ସୁଶାନ୍ତଙ୍କ ମ୍ୟାନେଜର୍‌ଙ୍କୁ ଘରୁ ଉଠାଇ ନେଲା NCB

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସୁଶାନ୍ତଙ୍କ ହାଉସ୍‌ ମ୍ୟାନେଜର୍‌‌ ସାମୁଏଲ୍‌ ମିରଣ୍ଡାଙ୍କୁ Narcotics Control Bureau (NCB) ଘରୁ ଉଠାଇ ନେଇଛି। ଡ୍ରଗ୍ସ ଲିଙ୍କ୍‌ ଘଟଣାରେ ତାଙ୍କୁ ପଚରାଉଚରା କରାଯାଇପାରେ ବୋଲି ଜଣାପଡ଼ିଛି।

ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ଭାଇ ରିୟା ସୌଭିକ ଚକ୍ରବର୍ତ୍ତୀଙ୍କୁ NCB ପକ୍ଷରୁ ସମନ ଜାରି କରାଯାଇଛି।

ସୂଚନାଥାଉ କି, ଡ୍ରଗ୍ସ ଲିଙ୍କ୍‌ ଘଟଣାକୁ ନେଇ NCBର ଏକ ଟିମ୍ ଆଜି ସକାଳୁ ସକାଳୁ ‌ସାମୁଏଲ୍‌ଙ୍କ ମୁମ୍ବାଇ ସ୍ଥିତ ଘରେ ପହଞ୍ଚି ପାଖାପାଖି ୩ ଘଣ୍ଟା ଛାନ୍‌ଭିନ୍‌ ଆରମ୍ଭ କରିଥିଲା। ଏହାପରେ NCB ଟିମ୍‌ ସାମୁଏଲ୍‌ଙ୍କୁ ପଚରାଉଚରା ପାଇଁ ଘରୁ ଉଠାଇ ନେଇଛନ୍ତି। ଡ୍ରଗ୍ସ ଲିଙ୍କ୍‌ ମାମଲାରେ ‌ସାମୁଏଲ୍‌ଙ୍କ ସମ୍ପୃକ୍ତି ନେଇ NCB ହାତରେ ଏକ ବଡ଼ ପ୍ରମାଣ ଲାଗିଥିବା ସୂଚନା ମିଳିଛି। ତେଣୁ ଖୁବ୍‌ ଶୀଘ୍ର ସାମୁଏଲ୍‌ଙ୍କୁ ଗିରଫ କରାଯାଇପାରେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌ ମାମଲା: ଦୀପିକା, ସାରାଙ୍କ ସମେତ ଏହିସବୁ ଅଭିନେତ୍ରୀଙ୍କ ଫୋନ୍‌ ସିଜ୍‌

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

ପଞ୍ଚଭୂତରେ ଲୀନ ହେଲେ ସ୍ୱର ସମ୍ରାଟ୍ ଏସ୍‌ପି ବାଲାସୁବ୍ରମଣ୍ୟମ

ସଫେଇ ଦେଲେ କରନ ଜୋହର: ‘କେବେ ଡ୍ରଗ୍ସ ନେଇନାହାନ୍ତି କିମ୍ବା କାହାକୁ ପ୍ରୋତ୍ସାହିତ କରିନାହାନ୍ତି’

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ରିୟାଙ୍କ ସହ ଡ୍ରଗ୍ସ ଚାଟ୍ କଥା ସ୍ୱୀକାର କଲେ ରକୁଲ୍!

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ନୂଆ ଖୁଲାସା କଲେ ସୁଶାନ୍ତଙ୍କ ବାପାଙ୍କ ଓକିଲ

ପ୍ରଖ୍ୟାତ କଣ୍ଠଶିଳ୍ପୀ ଏସ୍.ପି. ବାଲା ସୁବ୍ରମଣ୍ୟମଙ୍କ ପରଲୋକ

ଜଣାଶୁଣା ଗାୟକ ବାଲାସୁବ୍ରମଣ୍ୟମଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର

‘କେଦାରନାଥ’ ଫିଲ୍ମ କାହାଣୀ ଶୁଣି କାନ୍ଦି ପକାଇଥିଲେ ସୁଶାନ୍ତ

You might also like