ବିବାହ କରିବେ ତାରା!

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତାରା ସୁତାରିଆ ବିବାହ କରିବାକୁ ଯାଇଛନ୍ତି। ଷ୍ଟୁଡେଣ୍ଟ ଅଫ୍‌ ଦି ୟିଅର -୨ ଫିଲ୍ମ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିବା ତାରା ଏବେ ହାତକୁ ଦି ହାତ ହେବା ନେଇ ଚର୍ଚ୍ଚା ହେଉଛି। କରିନା କପୁରଙ୍କ ଭାଇ ଆଦର ଜୈନ୍‌ଙ୍କ ସହ ତାରା ବିବାହ କରିବାକୁ ଯାଉଛନ୍ତି।

କପୁର ପରିବାରରେ ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବିବାହ ବିଷୟରେ ଆଲୋଚନା ହୋଇଥିବାବେଳେ ବର୍ତ୍ତମାନ ଆଦରଙ୍କର ମଧ୍ୟ ବିବାହ ହେବ ବୋଲି ଜଣାପଡିଛି।

ନିକଟରେ ଆଦରଙ୍କ ଜନ୍ମଦିନ ଦିନ ତାରା ଆଦରଙ୍କ ସହ ତାଙ୍କ ସମ୍ପର୍କକୁ ସର୍ବସମ୍ମୁଖକୁ ଆଣିଥିଲେ। ଇନ୍‌ଷ୍ଟାଗ୍ରାମରେ ତାରା ଆଦର ତାଙ୍କର ସବୁଠୁ ପ୍ରିୟ  ମଣିଷ ବୋଲି ଲେଖିଥିଲେ।

ସୂଚନାଯୋଗ୍ୟ, ଷ୍ଟୁଡେଣ୍ଟ  ଅଫ୍ ଦ ଇଅର-୨ ଏବଂ ମରଜାୱା ଫିଲ୍ମରେ ଅଭିନୟ କରିଛନ୍ତି ତାରା।

ଆହୁରି ପଢ଼ନ୍ତୁ

ବିବାଦ ପରେ ବଦଳିଲା ‘ଲକ୍ଷ୍ମୀ ବମ୍’ର ଟାଇଟଲ୍‌

‘ଡ୍ରିମ୍‌’ ୱେଡିଂ ଲେହେଙ୍ଗାକୁ ନେଇ ମୁହଁ ଖୋଲିଲେ ନେହା, କହିଲେ କିଏ କରିଥିଲେ ଗିଫ୍ଟ…

ଅକ୍ଷୟ କୁମାରଙ୍କ ‘ଲକ୍ଷ୍ମୀ ବମ୍‌’ ଉପରେ ବର୍ଷିଲେ ମୁକେଶ ଖନ୍ନା, କହିଲେ….

ସାଙ୍ଗଙ୍କ ସହ ଖାଇବାକୁ ଗଲେ ବିଲ୍‌ କିଏ ଦିଅନ୍ତି? ଶାହାରୁଖ ଦେଲେ ଏମିତି ଉତ୍ତର

କୋରିଓଗ୍ରାଫର୍‌ ରେମୋ ଏବଂ ତାଙ୍କ ପତ୍ନୀଙ୍କ ନାଁରେ ଠକେଇ ଅଭିଯୋଗ

ବିବାହ ପରେ ଏକାଠି ଗୀତ ଗାଇଲେ ରୋହନ୍‌-ନେହା, ଭିଡିଓ ଭାଇରାଲ୍‌

କୁଆଡ଼େ ଗଲେ ଦୀପିକାଙ୍କ ପୂର୍ବତନ ମ୍ୟାନେଜର ?

ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍‌ବୁକ ଫ୍ରେଣ୍ଡ

ରାଜେଶ୍‌ଙ୍କ ସହ କାମ କରି ବେଶ୍‌ ଖୁସି ଭୂମିକା

ଦଶହରାରେ କର୍ମଚାରୀଙ୍କୁ କାର ଗିଫ୍ଟ ଦେଲେ ଏଇ ବଲିଉଡ୍‌ ଅଭିନେତ୍ରୀ

‘ପ୍ରି-ୱେଡିଂ ଫେଷ୍ଟିଭିଟିଜ୍’ ଫଟୋ ଶେଆର କଲେ ଅଭିନେତ୍ରୀ କାଜଲ

ବିରାଟଙ୍କୁ ଚିୟର କରିବାକୁ ଲାଲ୍‌ ଡ୍ରେସ୍‌ରେ ଷ୍ଟାଡିୟମ୍‌ ପହଞ୍ଚିଲେ ଅନୁଷ୍କା

You might also like