ଆଉ ଜଣେ ବଲିଉଡ୍ ଅଭିନେତାଙ୍କ ଦେହାନ୍ତ

ମୁମ୍ବାଇ: ବଲିଉଡ୍ ପାଇଁ ଆଉ ଏକ ଦୁଃଖଦ ଖବର। ‘ଭିକି ଡୋନର୍’ ଭଳି ସୁପରହିଟ୍‌ ଫିଲ୍ମରେ ଅଭିନୟ କରିଥିବା ଅଭିନେତା ଭୂପେଶ କୁମାର ପାଣ୍ଡ୍ୟାଙ୍କର ଆଜି ପରଲୋକ ହୋଇଯାଇଛି। ତାଙ୍କ ଦେହାନ୍ତ ନେଇ ନ୍ୟାଶନାଲ୍ ସ୍କୁଲ୍‌ ଅଫ୍ ଡ୍ରାମା ସୂଚନା ଦେଇଛି। ଦୀର୍ଘଦିନ ସେ କ୍ୟାନସରରେ ପୀଡ଼ିତ ଥିଲେ, ଯେଉଁକାରଣରୁ ତାଙ୍କର ହସ୍ପିଟାଲରେ ଚିକିତ୍ସା ଚାଲିଥିଲା। ଆଜି ସେ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଭୂପେଶ ନ୍ୟାଶନାଲ୍ ସ୍କୁଲ୍ ଅଫ୍ ଡ୍ରାମାର ପୂର୍ବତନ ଛାତ୍ର ଥିଲେ। ତାଙ୍କ ପରଲୋକରେ ଅଭିନେତା ମନୋଜ ବାଜପେୟୀ ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି। ମନୋଜ କହିଛନ୍ତି, ଭଗବାନ ଭୂପେଶଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ।

ଆହୁରି ପଢ଼ନ୍ତୁ

ବିବାଦ ପରେ ବଦଳିଲା ‘ଲକ୍ଷ୍ମୀ ବମ୍’ର ଟାଇଟଲ୍‌

‘ଡ୍ରିମ୍‌’ ୱେଡିଂ ଲେହେଙ୍ଗାକୁ ନେଇ ମୁହଁ ଖୋଲିଲେ ନେହା, କହିଲେ କିଏ କରିଥିଲେ ଗିଫ୍ଟ…

ଅକ୍ଷୟ କୁମାରଙ୍କ ‘ଲକ୍ଷ୍ମୀ ବମ୍‌’ ଉପରେ ବର୍ଷିଲେ ମୁକେଶ ଖନ୍ନା, କହିଲେ….

ସାଙ୍ଗଙ୍କ ସହ ଖାଇବାକୁ ଗଲେ ବିଲ୍‌ କିଏ ଦିଅନ୍ତି? ଶାହାରୁଖ ଦେଲେ ଏମିତି ଉତ୍ତର

କୋରିଓଗ୍ରାଫର୍‌ ରେମୋ ଏବଂ ତାଙ୍କ ପତ୍ନୀଙ୍କ ନାଁରେ ଠକେଇ ଅଭିଯୋଗ

ବିବାହ ପରେ ଏକାଠି ଗୀତ ଗାଇଲେ ରୋହନ୍‌-ନେହା, ଭିଡିଓ ଭାଇରାଲ୍‌

କୁଆଡ଼େ ଗଲେ ଦୀପିକାଙ୍କ ପୂର୍ବତନ ମ୍ୟାନେଜର ?

ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍‌ବୁକ ଫ୍ରେଣ୍ଡ

ରାଜେଶ୍‌ଙ୍କ ସହ କାମ କରି ବେଶ୍‌ ଖୁସି ଭୂମିକା

ଦଶହରାରେ କର୍ମଚାରୀଙ୍କୁ କାର ଗିଫ୍ଟ ଦେଲେ ଏଇ ବଲିଉଡ୍‌ ଅଭିନେତ୍ରୀ

‘ପ୍ରି-ୱେଡିଂ ଫେଷ୍ଟିଭିଟିଜ୍’ ଫଟୋ ଶେଆର କଲେ ଅଭିନେତ୍ରୀ କାଜଲ

ବିରାଟଙ୍କୁ ଚିୟର କରିବାକୁ ଲାଲ୍‌ ଡ୍ରେସ୍‌ରେ ଷ୍ଟାଡିୟମ୍‌ ପହଞ୍ଚିଲେ ଅନୁଷ୍କା

You might also like