ଶୀତରେ କେମିତି ସୁରକ୍ଷିତ ରହିବେ, ପଢ଼ନ୍ତୁ କିଛି ଟିପ୍ସ

ଏବେ ଅସହ୍ୟ ଥଣ୍ଡାରେ ଥରୁଛି ଓଡ଼ିଶା । ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତେବେ ଏହି ଶୀତରେ ନିଜକୁ କେମିତି ସୁରକ୍ଷିତ ରଖିବେ ସେ ନେଇ ଆପଣଙ୍କୁ କିଛି ଟିପ୍‌ସ କହୁଛୁ । 

୧- ବଢ଼ୁଥିବା ଶୀତକୁ ଦୃଷ୍ଟିରେ ରଖି, ଯଥା ସମ୍ଭବ ଘର ଭିତରେ ରୁହନ୍ତୁ ଏବଂ ଏକୁଟିଆ ରହୁଥିବା ବୟସ୍କ ବ୍ୟକ୍ତି ଓ ଶିଶୁଙ୍କ ପ୍ରତି ବିଶେଷ ଧାନ ରଖନ୍ତୁ ।
୨- ଘରୁ ବାହାରକୁ ବାହାରିଲେ, ସ୍ୱେଟର୍, ଟୋପି, ପାଦରେ ଜୋତା ମୋଜା ବ୍ୟବହାର କରନ୍ତୁ।
୩-ଜେନେରେଟର୍, କିରୋସିନ୍ ଲଣ୍ଠନ ଲଗାଇଲେ ଶୋଇବା ପୂର୍ବରୁ ବିଷାକ୍ତ ଧୂଆଁ ଘର ବାହାରକୁ ଯିବାର ବ୍ୟବସ୍ଥା କରନ୍ତୁ ।
୪- ରୋଷେଇ ସମୟରେ ଏବଂ ନିଆଁ ପୋଇବା ବେଳେ ଯଥେଷ୍ଟ ଧ୍ୟାନ ରଖନ୍ତୁ ।
୫-ଗରମ ଖାଦ୍ୟ ଖାଆନ୍ତୁ, ଉଷୁମ ପାଣି ପିଅନ୍ତୁ ।
୬-ଗୃହପାଳିତ, ପଶୁ, ପକ୍ଷୀଙ୍କୁ ରାତିରେ ବାହାରେ ରହିବାକୁ ଦିଅନ୍ତୁ ନାହିଁ।
୭-ଶୀତ ଯୋଗୁଁ ଅସୁସ୍ଥତା ଅନୁଭବ କଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।
୮-ଶୀତ ପ୍ରବାହ ଜାଣିବା ପାଇଁ ଗଣମାଧ୍ୟମରେ ଦିଆଯାଉଥିବା ସୂଚନା ପ୍ରତି ଧ୍ୟାନ ଦିଅନ୍ତୁ।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like