• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

corona
ସଟଡାଉନ୍‌, କର୍ଫ୍ୟୁ କଲେ ବି ଥମୁନି କରୋନା

ନୂଆଦିଲ୍ହୀ: ଦେଶରେ କରୋନାର ଦୃତ ସଂକ୍ରମଣକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଉଦବେଗ। ୧୦ଟି ରାଜ୍ୟରେ ସ୍ଥିତି ଅତି ଗମ୍ଭୀର ବୋଲି କହିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଲବ୍ ଅଗ୍ରଓ୍ୱାଲ। ସଂକ୍ରମଣ ଚେନ୍ ଭାାଙ୍ଗିବା ଲାଗି ଅନେକ ରାଜ୍ୟ ଲକଡାଉନ, ସଟଡାଉନ କିମ୍ବା , କର୍ଫ୍ୟୁ ଜାରି କରିଥିଲେ ମଧ୍ୟ ମହାମାରୀ ଥମିବାର ନାଁ ନେଉନି। ଏଣେ ସ୍ଥିତିର ମୁକାବିଲା ନେଇ ବ୍ରିଟେନ ଓ ଆମେରିକା ସମେତ ଅନ୍ୟାନ୍ୟ ଦେଶ ମେଡିକାଲ ସହାୟତା ପହଞ୍ଚିବାରେ ଲାଗିଛି। ଏପଟେ […]

BeFunky-collage (1)
ରୋହିତ ସରଦାନାଙ୍କ ମୃତ୍ୟୁ ଖବର ପଢିବା ବେଳେ କାନ୍ଦି ପକାଇଲେ ନ୍ୟୁଜ ଆଙ୍କର

ନୂଆଦିଲ୍ଲୀ: ବିଶିଷ୍ଟ ସାମ୍ବାଦିକ, ସିନିୟର ଆଙ୍କର ତଥା ଜାତୀୟ ଗଣମାଧ୍ୟମର ଚର୍ଚ୍ଚିତ ଚେହେରା ରୋହିତ ସରଦାନାଙ୍କ ଅକାଳ ବିୟୋଗରେ ମିଡିଆ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି । ଲୋକପ୍ରିୟ ଘରୋଇ ନ୍ୟୁଜ ଚାନେଲ ଆଜ ତକ୍‌ରେ ତାଙ୍କର ଦମଦାର ସ୍ୱର ଆଉ ଶୁଣିବାକୁ ମିଳିବନି । ତାଙ୍କର ଅକାଳ ମୃତ୍ୟୁରେ ସତେ ଯେପରି ସ୍ତବ୍ଧ ହୋଇଯାଇଛି । ଏପରିକି ତାଙ୍କ ମୃତ୍ୟୁ ଖବର ଶୁଣିବା ମାତ୍ରକେ ଆଜ ତକ୍ ଆଙ୍କର ନିଜର କୋହକୁ ସମ୍ଭାଳି ପାରିନଥିଲେ । […]

flight
ଅନ୍ତର୍ଜାତୀୟ ବିମାନ ସେବା କଟକଣା ଅବଧି ବଢାଇଲେ କେନ୍ଦ୍ର ସରକାର

ଅନ୍ତର୍ଜାତୀୟ ବିମାନ ସେବାରେ କଟକଣା ଜାରି କଲେ କେନ୍ଦ୍ର ସରକାର । ମେ ୩୧ ଯାଏ ଭାରତରୁ ବିଦେଶକୁ ଉଡିବନି ବିମାନ । ଭାରତରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ବନ୍ଦ ରହିବ ବିମାନ ଉଡାଣ । ସଂକ୍ରମଣ ବ୍ୟାପୁଥିବାରୁ ଆଉ ମାସେ ପାଇଁ କଟକଣା ବୃଦ୍ଧି କରିଛି କେନ୍ଦ୍ର । ଏନେଇ ଆଜି ଡିଜିସିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ପୂର୍ବରୁ ଜାରି ହୋଇଥିବା ଗାଇଡ୍ ଲାଇନ୍ ଅନୁସାରେ ଏପ୍ରିଲ […]

heart4
କରୋନାରୁ ସୁସ୍ଥ ହୋଇଥିଲେବି ହାର୍ଟ ଚେକ୍ କରିବା କାହିଁକି ଗୁରୁତ୍ୱପୂର୍ଣ୍ଣ ? ଜାଣନ୍ତୁ

କୋଭିଡ୍‌ରେ ସଂକ୍ରମିତ ହୋଇଥିବା ରୋଗୀଙ୍କ ଶ୍ୱାସକ୍ରିୟା ସମସ୍ୟା ଯୋଗୁଁ ମୃତ୍ୟୁମୁଖରେ ପଡୁଛନ୍ତି । କୋଭିଡ୍‌-୧୯ର ମେଡିକାଲ ଡାଟାରୁ ଜଣାପଡିଛି ଯେ, ଏହା ମଲ୍ଟି ଅର୍ଗାନ୍ ସିଷ୍ଟମ ଡିଜିଜ୍ ଅର୍ଥାତ୍ ଶରୀରର ଏକାଧିକ ଆଭ୍ୟନ୍ତରୀଣ ଅଙ୍ଗକୁ ଏହା ପ୍ରଭାବିତ କରୁଛି । କିନ୍ତୁ ଦ୍ୱିତୀୟ ଲହରରେ ଅଧିକାଂଶ ରୋଗୀଙ୍କ ଠାରେ ଶ୍ୱାସକ୍ରିୟା ସମସ୍ୟା ଦେଖାଦେଉଛି । ଯାହାକୁ ଲଙ୍ଗ୍‌-କୋଭିଡ୍ ବୋଲି କୁହାଯାଉଛି । କିଛି କୋଭିଡ୍ ରୋଗୀଙ୍କ ଠାରେ ହୃଦ୍‌, କିଡନୀ ଓ ମସ୍ତିଷ୍କ ରୋଗ ମଧ୍ୟ ରହୁଛି […]

ambulance covid
ବାଇକରେ ଆମ୍ବୁଲାନ୍ସ ନିର୍ମାଣ କଲେ ଯୁବ ଇଂଜିନିୟର, ମାଗଣାରେ ରୋଗୀ ପାଇବେ ହସ୍ପିଟାଲ ବେଡ୍ ସହ ଅକ୍ସିଜେନ

ମହାମାରୀର ଦ୍ୱିତୀୟ ଲହରରେ ସବୁଠୁ ବଡ ସମସ୍ୟା ସାଜିଛି ଅକ୍ସିଜେନ୍ ସଙ୍କଟ । ଅକ୍ସିଜେନ୍ ଅଭାବରୁ ଅନେକ କରୋନା ଆକ୍ରାନ୍ତଙ୍କ ଅକାଳରେ ମୃତ୍ୟୁ ହେଉଛିା ଏହାର ଜ୍ୱଳନ୍ତ ଉଦାହରଣ ଆମେ ଦିଲ୍ଲୀ କହିପାରିବା । ଏଭଳି ସ୍ଥିତିରେ କରୋନା ବିରୋଧରେ ମୁକାବିଲା କରିବା ପାଇଁଁ ଆଗେଇ ଆସିଛନ୍ତି ମଧ୍ୟପ୍ରଦେଶର ଜଣେ ଯୁବ ଇଂଜିନିୟର । ସେ ନିଜ ବାଇକରେ ଆମ୍ବୁଲାନ୍ସ ନିର୍ମାଣ କରିଛନ୍ତି । ଯେଉଁ ଆମ୍ବୁଲାନ୍ସରେ ରହିଛି ହସ୍ପିଟାଲ ବେଡ୍ ଓ ଅକ୍ସିଜେନ୍ । କରୋନାର […]

lemon theraphy
ଲେମନ୍ ଥେରାପୀରେ କଣ ରହିଛି ଫାଇଦା? କହିଲେ ବିଶେଷଜ୍ଞ

କରୋନା ମହାମାରୀ ଦ୍ୱିତୀୟ ଲହର ମଣିଷ ଜୀବନକୁ ସତେ ଯେପରି ସୀମା ଭିତରେ ରଖି ଦେଇଛି । କିନ୍ତୁ କରୋନାରୁ ଆରୋଗ୍ୟ ହେବାକୁ ଯାଇ ଅନେକ ଲୋକ ଭ୍ରମର ଶିକାର ହେଉଛନ୍ତି । ଅନେକ ଚେରମୂଳି ଔଷଧ ଓ ଡାକ୍ତର ବିନା ପରାମର୍ଶରେ ମେଡିସିନ୍ ସେବନ କରିବା କାରଣ ମୂଲ୍ୟ ଜୀବନ ପାଣି ଫୋଟକା ପରି ଚାଲିଯାଉଛି । କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ସ୍କୁଲ ଶିକ୍ଷକ ଲେମନ୍‌୍ ଥେରାପି କରି ମୃତ୍ୟୁବରଣ କରିଛନ୍ତି । ଏଭଳି […]

crime
ପାସୱାର୍ଡ ନ କହିବାରୁ ସାଙ୍ଗକୁ ତଣ୍ଟି ଚିପି ମାରିଦେଲା ସାଙ୍ଗ

ନୂଆଦିଲ୍ଲୀ: ଫୋନ୍ ପାସୱାର୍ଡ ପାଇଁ ବନ୍ଧୁ ଭୁଲିଗଲା ସବୁ ସମ୍ପର୍କକୁ । ପାସୱାର୍ଡ ନ କହିବାରୁ କିଛି ନବୁଝି ସାଙ୍ଗକୁ ହତ୍ୟା କରିବାକୁ ପଛେଇଲାନି ସାଂଗ । ଏଭଳି ଦୁଃଖଦ ଘଟଣା ଘଟିଛି ଦିଲ୍ଲୀର ପିତମପୁର ଅଞ୍ଚଳରେ । ପିତମପୁର ଅଞ୍ଚଳରେ ଥିବା ପାର୍କରେ ଜଣେ ଛାତ୍ରଙ୍କୁ ତାଙ୍କର ଜଣେ ସାଂଗ ତଣ୍ଟି ଚିପି ହତ୍ୟା କରିଛନ୍ତି । ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି । ଅଭିଯୁକ୍ତଙ୍କ ଠାରୁ ସବୁ ସତ ଓଗାଳିଛି ପୋଲିସ୍ […]

who
୧୭ଟି ଦେଶରେ ଭାରତୀୟ ଷ୍ଟ୍ରେନ୍ ଠାବ: ହୁ

ଭାରତର ଷ୍ଟ୍ରେନ୍ ବିଶ୍ୱର ୧୭ଟି ଦେଶକୁ ବ୍ୟାପିଲାଣି । ଏନେଇ ସୂଚନା ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । କରୋନା ସଂକ୍ରମଣ ତଥା ଭାରତରେ ଦେଖାଦେଇଥିବା ଷ୍ଟ୍ରେନକୁୁ ନେଇ ହୁ ପୁଣି ଚିନ୍ତାଜନକ ତଥ୍ୟ ଦେଇଛି । ଭାରତରେ ଦେଖା ଦେଇଥିବା ଡବଲ ମ୍ୟୁଟାଣ୍ଟ ଷ୍ଟ୍ରେନ୍ ବିଶ୍ୱର ୧୭ଟି ଦେଶମାନଙ୍କରେ ଠାବ କରାଯାଇଛିା B.1.617 ଭାରିଆଣ୍ଟ କୋଭିଡ୍ ସାର୍ସ-୨ର ଏହି ଭାରିଆଣ୍ଟଭାରତରୁ ଆସିଥିବା ସଂଗଠନ କହିଛି । ୟୁଏନ୍ ହେଲ୍‌ଥ ଏଜେନ୍ସି ତାହାର କୋଭିଡ୍ ଡାଟାବେସ୍‌ରେ ମଧ୍ୟ […]

Tripura
ବିବାହ ମଣ୍ଡପରେ ଜିଲ୍ଲାପାଳଙ୍କ ଦାଦାଗିରି: ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍

କୋଭିଡ ନିୟମକୁ ପାଳନ କରିବା ଆଳରେ ଜଣେ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଦାଦାଗିରିକୁ ନେଇ ଚର୍ଚ୍ଚା। ଘଟଣା ଘଟିଛି ତ୍ରିପୁରାର ରାଜଧାନୀ ଅଗରତାଲାରେ ଡିଏମ୍ ଜଣଙ୍କ ଦଳବଳ ଧରି ବିବାହମଣ୍ଡପକୁ ଯାଇ ଯେଉଁ ହରକତ୍ କରିଛନ୍ତି ତାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବା ପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାପରେ ଅବଶ୍ୟ ସେ ନିଜ ଆଚରଣ ପାଇଁ କ୍ଷମା ମାଗିଛନ୍ତି, କିନ୍ତୁ ଡିଏମଙ୍କ ଅଭଦ୍ରାମୀକୁ ଗୁରତର ସହ ନେଇ ମୁଖ୍ୟ ଶାସନ ସଚିବଙ୍କ ଠାରୁ ରିପୋର୍ଟ […]

QR_code_payment-900x506
କ୍ୟୁଆର କୋଡ୍‌କୁ ସାବଧାନ ! ଅନଲାଇନ୍‌ ପେମେଣ୍ଟକୁ ନେଇ ଏସବିଆଇ ଦେଲା ପରାମର୍ଶ

କୋଭିଡ୍ ସ୍ଥିତି ଯୋଗୁଁ ଅନେକ ଲୋକ ଅନଲାଇନ୍ ପେମେଣ୍ଟ କରିବାକୁ ପସନ୍ଦ କରୁଛନ୍ତି । କିନ୍ତୁ ଏହାର ସୁଯୋଗରେ କଳାକନା ବୁଲାଇ ନେଉଛନ୍ତି ସାଇବର ଠକ । କ୍ୟୁଆର୍ କୋଡ୍ ବ୍ୟବହାର ଆକାଉଣ୍ଟ ହୋଇଯାଉଛି ଖୋଳ । ଏନେଇ ଗ୍ରାହକଙ୍କୁ ସତର୍କ କରାଇଛି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ । କ୍ୟୁଆର୍ କୋଡ୍ କୁ ସ୍କାନିଂ କରିବା ସମୟରେ ତଥା ପେମେଣ୍ଟ କରିବା ସମୟରେ ସତର୍କ ରହିବା ପାଇଁ ଏସବିଆଇ ପରାମର୍ଶ ଦେଇଛି । ପବ୍ଲିକ୍ […]

COVISHIELD
କୋଭିସିଲ୍ଡ ଟିକା ଦର ହ୍ରାସ କଲା ସେରମ

କୋଭିସିଲ୍ଡ ଟିକା ଦର ହ୍ରାସ କଲା ସେରମ ଇନଷ୍ଟିଚ୍ୟୁଟ। ରାଜ୍ୟମାନଙ୍କୁ ଦିଆଯିବାକୁ ଥିବା ଟିକା ଦର ୧୦୦ ଟଙ୍କା ହ୍ରାସ କରାଯାଇଛି। ପୂର୍ବ ଘୋଷିତ ଦର ୪୦୦ ଟଙ୍କାରୁ ୩ଶହ ଟଙ୍କାକୁ ହ୍ରାସ ନେଇ ଘୋଷଣା କରାଯାଇଛି। ୧୦୦ ଟଙ୍କା ହ୍ରାସ ନେଇ ସେରମ ସିଇଓ ଆଦର ପୁନାଓ୍ବାଲା ସୂଚନା ଦେଇଛନ୍ତି। ପୂର୍ବରୁ ରାଜ୍ୟକୁ କୋଭିସିଲ୍ଡ ଡୋଜ୍ ପିଛା ୪ଶହ ଘୋଷଣା ହୋଇଥିଲା। ତେବେ ଘରୋଇ ହସ୍ପିଟାଲ ପାଇଁ ଦର ଡୋଜ୍ ପିଛା ୬ଶହ ଅପରିବର୍ତ୍ତିତ ରହିଛି। As a […]

bank-holiday
ମେ’ରେ ୧୨ ଦିନ ବ୍ୟାଙ୍କ ବନ୍ଦ !

ବ୍ୟାଙ୍କରେ କିଛି ଜରୁରୀ କାମ ରହିଛି କି, ତାହାହେଲେ ତୁରନ୍ତ କାମ ସାରି ଦିଅନ୍ତୁ। କାହିଁକି ନା ଆଗକୁ ୧୨ ଦିନ ପାଇଁ ବ୍ୟାଙ୍କ ବନ୍ଦ ରହିବ। ଗତ ଏପ୍ରିଲରେ ୧୫ ଦିନ ପାଇଁ ବ୍ୟାଙ୍କ ସେବା ବନ୍ଦ ରହିଥଲ।। ସେହିପରି ମେ ମାସରେ ମଧ୍ୟ ୧୨ ଦିନ ପାଇଁ ବ୍ୟାଙ୍କ କାର୍ଯ୍ୟ ବନ୍ଦ ରହିବ ବୋଲି ଆରବିଆଇ କ୍ୟାଲେଣ୍ଡରରେ ତାଲିକା ଉଲ୍ଲେଖ କରାଯାଇଛି । କେବଳ ସେତିକି ନୁହେଁ, ମାସର ସବୁ ରବିବାରକୁ ଛାଡି ୧୨ […]

image_2021-04-27_193115
ବରକୁ କରୋନା, ତଥାପି ଅଟକିଲାନି ବାହାଘର

ଭୋପାଳ: ବିବାହକୁ ନେଇ ପୁଅ ଝିଅ ଓ ପରିବାର ଲୋକେ କେତେ ଯେ ସ୍ୱପ୍ନ ଦେଖନ୍ତି, ତାହାର ତାଲିକା କରିବା ମୁସ୍କିଲ । କିନ୍ତୁ ବିବାହର ଉତ୍କଣ୍ଠା ଭିତରେ ବାଡ ପରି ଛିଡା ହୋଇଛି କରୋନା ଭୂତାଣୁା କରୋନା ସଂକ୍ରମଣର ଭୟ ଓ କଠୋର ଗାଇଡଲାଇନ୍ ଯୋଗୁଁ ଏବେ ବିବାହ ଉତ୍ସବ ସତେ ଯେପରି ଫିକା ପଡିଯାଇଛି । କିନ୍ତୁ ଏପରି କିଛି ନିଆରା ଓ ନିରାଡମ୍ବର ବିବାହ ଯାହା ସବୁ ଦିନ ପାଇଁ ସସ୍ମୃତି ହୋଇରହିଯିବା […]

image_2021-04-27_165109
ହଳଦିଆ ହୋଇଗଲା ନଦୀର ପାଣି, ଛୁଇଁବା ମାତ୍ରକେ ପୋଡିଗଲା ଚର୍ମ

ପାଣିର ରଙ୍ଗ ହଠାତ୍ ହଳଦିଆ ହୋଇଗଲା, ଆଉ ସେହି ପାଣିକୁ ଯିଏ ବି ଛୁଇଁଲା ଚମଡା ଉତୁରିଗଲ।। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସ୍କଟଲ୍ୟାଣ୍ଡରୋ ଏହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛିା ଏହି ପାଣିର ଅସ୍ୱାଭାବିକ ପରିବର୍ତ୍ତନ କ୍ଷେତ୍ରରେ କଣ ରହିଛି ପ୍ରକୃତ କାରଣ ଆସନ୍ତୁ ଜାଣିବା… ସ୍କଟଲ୍ୟାଣ୍ଡର ପରିବେଶ ଅତ୍ୟନ୍ତ ସୁନ୍ଦର ଓ ମନୋରମା ଏଠାରେ ଘଞ୍ଚଜଙ୍ଗଲ ଓ ପାହାଡ ଓ ଝରଣା ଭରି ରହିଛିା ଏଇ ପରିବେଶକୁ ଉପଭୋଗ […]

Mask
କୋଭିଡ୍‌ ସ୍ଥିତିରେ ଅଯଥାରେ ପଦାକୁ ଯାଅନି: କେନ୍ଦ୍ର

ନୂଆଦିଲ୍ଲୀ: ୮ ରାଜ୍ୟରେ କରୋନା ସ୍ଥିତି ସାଂଘାତିକ। ଦେଶରେ କୋଭିଡ୍ ସ୍ଥିତି ନେଇ ଏପରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ। ସବୁ ରାଜ୍ୟରେ ପୂର୍ବ ଅପେକ୍ଷା ଏବେ ଅଧିକ ମାମଲା ସାମ୍ନାକୁ ଆସୁଛି। ୮ ରାଜ୍ୟରେ ସ୍ଥିତି ସାଙ୍ଘାତିକ ରହିଛି। ଏସବୁ ରାଜ୍ୟରେ ୧ ଲକ୍ଷରୁ ଅଧିକ ସକ୍ରିୟ ମାମଲା ରହିଛି। ମହାରାଷ୍ଟ୍ର, ୟୁପି, କର୍ଣ୍ଣାଟକ, କେରଳ, ରାଜସ୍ଥାନ, ଛତିଶଗଡ଼, ଗୁଜରାଟ, ତାମିଲନାଡୁରେ ସାଙ୍ଘାତିକ ସ୍ଥିତି ରହିଛି। ତେବେ ଦେଶରେ ୮୨ ପ୍ରତିଶତ ଆକ୍ରାନ୍ତ […]

covid
କରୋନାକୁ ନେଇ ବ୍ୟସ୍ତ ହୁଅନି, ବରଂ କଣ କରିବାକୁ ପଡ଼ିବ, କହିଲେ ଗୁଲେରିଆ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ତାର ଉଗ୍ର ରୂପ ଧାରଣ କରିଛି। ମହାମାରୀ କୋଭିଡ୍‌କୁ କିପରି ସାଧାରଣ ଲୋକ ପ୍ରତିହତ କରିବେ, ଏନେଇ ନେଇ ଦେଶର ୪ ପ୍ରଖ୍ୟାତ ଡାକ୍ତର ଆଲୋଚନା କରିଛନ୍ତି। ଆଲୋଚନାରେ ଦିଲ୍ଲୀ AIIMS ନିର୍ଦ୍ଦେଶକ ରଣଦୀପ ଗୁଲେରିଆ ସାମିଲ ହୋଇଛନ୍ତି। ମେଦାନ୍ତ ହସ୍ପିଟାଲର ଅଧ୍ୟକ୍ଷ ଡକ୍ଟର ନରେଶ ତ୍ରେହାନ, AIIMSର ଔଷଧ ବିଭାଗ ମୁଖ୍ୟ ଡକ୍ଟର ନବନୀତ ୱିଗ୍ ମଧ୍ୟ ସାମିଲ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡକ୍ଟର ସୁନୀଲ କୁମାର ମଧ୍ୟ […]

Covaxin
କରୋନା ଟିକା କୋଭାକ୍ସିନ୍‌ର ଦର ଘୋଷଣା

ନୂଆଦିଲ୍ଲୀ: କରୋନା ଟିକା କୋଭାକ୍ସିନ୍‌ର ଦର ଘୋଷଣା କଲା ଏହାର ନିର୍ମାତା କଂପାନୀ ଭାରତ ବାୟୋଟେକ୍। କୋଭାକ୍ସିନ୍ ଟିକାର ଡୋଜ୍ ପିଛା ଦର ରାଜ୍ୟ ସରକାରଙ୍କ ପାଇଁ ୬ ଶହ ଟଙ୍କା ଓ ଘରୋଇ ହସ୍ପିଟାଲ ପାଇଁ ୧୨ ଶହ ଟଙ୍କା ଧାର୍ଯ୍ୟ କରାଯାଇଛି। ଏଥିସହ ବିଦେଶ ରପ୍ତାନୀ ପାଇଁ ଡୋଜ୍ ପିଛା ଦର ୧୫ରୁ ୨୦ ଡଲାର୍ ରଖିଛି ଭାରତ୍ ବାୟୋଟେକ୍। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ଏହା କେନ୍ଦ୍ର ସରକାରଙ୍କୁ ୧୫୦ ଟଙ୍କାରେ […]

covid19
ବିଦେଶରୁ ଆମଦାନୀ ହେବ କରୋନା ଟିକା

ନୂଆଦିଲ୍ଲୀ: ବିଦେଶରୁ ଆମଦାନୀ ହେବ କରୋନା ଟିକା। କରୋନା ଟିକା ଆମଦାନୀ ନେଇ ପଥ ସୁଗମ କଲା କେନ୍ଦ୍ର। ଆମଦାନୀ ହେବାକୁ ଥିବା ଟିକା ଉପରୁ ସୀମା ଶୁଳ୍କ ଛାଡ଼ ହେବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୩ ମାସ ପାଇଁ ଟିକା ଆମଦାନୀ ଉପରେ ସୀମା ଶୁଳ୍କ ଛାଡ଼ ନିଷ୍ପତ୍ତି ନିଆଯାଇଛି। ଅକ୍ସିଜେନ ଅଭାବ ଓ ଯୋଗାଣ ନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି। ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ […]

OTV-Portal
କରୋନାରୁ ମୁକ୍ତି ପାଇବା ପାଇଁ ଗାଁରେ ବୁଲିଲା ମଶାଲ

ଅଗର ମାଲୱା: କରୋନାର ଦ୍ୱିତୀୟ ଲହରୀ ସାରା ଦେଶରେ ଉଗ୍ର ରୂପ ଧାରଣ କଲାଣି। ମହାମାରୀକୁ ଦମନ କରିବା ପାଇଁ ଦେଶର ପ୍ରତିଷ୍ଠିତ ଫାର୍ମା କମ୍ପାନୀମାନେ ଦିନରାତି ଏକ କରିଦେଇଛନ୍ତି। କିନ୍ତୁ ଦେଶର କିଛି ଏମିତି କିଛି ଘଟଣା ଘଟୁଛି ଯାହା ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ରାମଦାସ ଅଠୱାଲେଙ୍କ ‘ଗୋ କରୋନା ଗୋ’ ପରେ ଏବେ ଆଉ ଏକ ସ୍ଲୋଗାନ୍ ଚର୍ଚ୍ଚାକୁ ଆସିଛି। କରୋନାକୁ ତଡ଼ିବା ପାଇଁ ଏବେ ଚର୍ଚ୍ଚା ହୋଇଛି ‘ଭାଗ୍‌ କରୋନା […]

cerum
ଖୋଲା ବଜାରରେ ମିଳିବ କରୋନା ଟିକା, ଜାଣନ୍ତୁ ମୂଲ୍ୟ କେତେ

ନୂଆଦିଲ୍ଲୀ: ଖୋଲା ବଜାରରେ ଟିକା ଉପଲବ୍ଧ ପାଇଁ ଦର ଘୋଷଣା ହୋଇଛି। କୋଭିସିଲଡ ଟିକା ପାଇଁ ଦର ଧାର୍ଯ୍ୟ କଲା ସେରମ। ରାଜ୍ୟ ସରକାରଙ୍କ ପାଇଁ ଟିକା ଡୋଜ୍ ପିଛା ଦର ୪ଶହ ଟଙ୍କା। ଘରୋଇ ହସ୍ପିଟାଲ ପାଇଁ ଟିକା ଡୋଜ୍ ୬ଶହ ଟଙ୍କା ଧାର୍ଯ୍ୟ ହୋଇଛି। ଖୋଲା ବଜାରରେ ଟିକା ଉପଲବ୍ଧ ପାଇଁ ଦର ଘୋଷଣା କରାଯାଇଛି। ଟିକା ଦର ନେଇ ସେରମ ସିଇଓ ଅଦର ପୁନାୱାଲା ସୂଚନା ଦେଇଛନ୍ତି। ଅନ୍ୟ ଦେଶ ତୁଳନାରେ ତାଙ୍କ […]

vaccanation
କରୋନା ଟିକା ପାଇଁ କେନ୍ଦ୍ର ସରକାର ନେଲେ ବଡ ପଦକ୍ଷେପ

ନୂଆଦିଲ୍ଲୀ: କରୋନା ଟିକା ଉତ୍ପାଦନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ। ଏଥିପାଇଁ ସେରମ ଇନଷ୍ଟିଚ୍ୟୁଟକୁ ୩ ହଜାର କୋଟି ଓ ଭାରତ ବାଓଟେକ୍‌କୁ ୧୫ଶହ କୋଟି ଟଙ୍କା ଆଗୁଆ ଦିଆଯିବ। ଏଥିପାଇଁ ଆଗତ ଏକ ପ୍ରସ୍ତାବକୁ କେନ୍ଦ୍ର ଅର୍ଥମନ୍ତ୍ରାଳୟ ପକ୍ଷରୁ ମଂଜୁରୀ ମିଳିଛି। ଜେନେରାଲ ଫାଇନାନସ ନିୟମାନୁଯାୟୀ, ବିନା ବ୍ୟାଙ୍କ ଗ୍ୟାରେଣ୍ଟିରେ ଏଭଳି ଟଙ୍କା ଆଗୁଆ ଦିଆଯାଇପାରିବ ନାହିଁ କିନ୍ତୁ କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଐତିହାସିକ ନିଷ୍ପତ୍ତି ନିଆଯାଇ ଆଗୁଆ ଟଙ୍କା […]

death
ଦେଶରେ ଦିନକରେ ୨୦୨୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦିନକରେ ଦେଶରେ କରୋନା ନେଲା ୨୦୨୩ ଜଣଙ୍କ ଜୀବନ। ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୯୫ ହଜାର ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦କୁ ବୃଦ୍ଧି ପାଇଛି। ସେହିପରି ଆଜିର କରୋନା ଆକ୍ରାନ୍ତଙ୍କ ମୃତ୍ୟୁକୁ ମିଶାଇ ମୃତ୍ୟୁସଂଖ୍ୟା ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩କୁ ବୃଦ୍ଧି ପାଇଛି। ଆକ୍ଟିଭ କେସ୍- ୨୧,୫୭,୫୩୮; ସୁସ୍ଥ ହେଲେଣି- ୧,୩୨,୭୬,୦୩୯ ଏଯାବତ ଦେଶରେ ୧୩,୦୧,୧୯,୩୧୦ ଡୋଜ୍ […]

gerge-floys
ଆମେରିକାରେ କୃଷ୍ଣକାୟ ନାଗରିକଙ୍କ ହତ୍ୟା ଘଟଣାରେ ପୋଲିସ ଅଫିସର ଦୋଷୀ ସାବ୍ୟସ୍ତ

ୱାଶିଂଟନ୍: ଆମେରିକାରେ କୃଷ୍ଣକାୟ ନାଗରିକ ଜର୍ଜ ଫ୍ଲଏଡଙ୍କ ହତ୍ୟା ଘଟଣାରେ ପୂର୍ବତନ ମିନେପଲିସ୍ ପୋଲିସ ଅଫିସର ଡେରେକ ଚୌଭିନ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୪୫ବର୍ଷ ବୟସ୍କ ଡେରେକ ଚୌଭିନଙ୍କୁ ତିନିଟି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଆସନ୍ତାକାଲି ଦଣ୍ଡାଦେଶ ଘୋଷଣା କରାଯିବ। ସେପଟେ ଆମେରିକା ପୋଲିସ ଅଫିସର ଦୋଷୀ ସାବ୍ୟସ୍ତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍। ସେ ଟ୍ବିଟ୍ କରିଛନ୍ତି, ଏହି ଶୁଣାଣି ପରେ ଜର୍ଜ ଆମ ନିକଟକୁ ଫେରି ଆସିବେ […]

vaccaine
ମେ ୧ରୁ ସମସ୍ତଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ: ଟିକା ନେଇ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର। ମେ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ  ଟିକା ମିଳିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟମାନେ କିଣିପାରିବେ କରୋନା ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ।ବାକି ୫୦ ପ୍ରତିଶତ ଟିକା ରାଜ୍ୟମାନଙ୍କୁ ଉତ୍ପାଦକ ଦେଇପାରିବେ। ଟିକାକରଣ ନେଇ ତିନୋଟି ରଣନୀତି ପ୍ରସ୍ତୁତ କରିଛନ୍ତି ସରକାର। ପ୍ରଥମ ପର୍ଯ୍ୟାୟରେ ଟିକା ଉତ୍ପାଦନକାରୀ ପ୍ରତି ମାସରେ […]