• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

teachers
ଶିକ୍ଷକମାନଙ୍କ ପାଇଁ ବାହାରିଲା ନିଯୁକ୍ତି, ମାସିକ ଦରମା ୪୪ ହଜାର

ଭୁବନେଶ୍ୱର: ଗ୍ରୁପ୍-ବିରେ ସାଇନ୍ସ ଷ୍ଟ୍ରିମ୍ ଅଧୀନରେ ସ୍ନାତକୋତ୍ତର ପଦବୀରେ ନିଯୁକ୍ତି ପାଇଁ ଓଡିଶା ଜନସେବା ଆୟୋଗ (ଓପିଏସସି) ବିଜ୍ଞପ୍ତି ଜାରି କରିଛି। ରାଜ୍ୟ ଆଦିବାସୀ ଏବଂ ଜନଜାତି ବିକାଶ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ପାଇଁ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ସରକାରୀ OPSC ବିଜ୍ଞପ୍ତି ଅନୁଯାୟୀ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ପାଇଁ 139 ପୋଷ୍ଟ ଗ୍ରାଜୁଏଟ୍ ଶିକ୍ଷକଙ୍କ ପାଇଁ ଅନଲାଇନ୍ ଆବେଦନ ଆମନ୍ତ୍ରଣ କରାଯାଇଛି। ORSP ନିୟମ, 2017 ଅନୁଯାୟୀ […]

RBI
ଆରବିଆଇ ନିଯୁକ୍ତି: ଅଫିସ୍ ଆଟେଣ୍ଡାଣ୍ଟ ପୋଷ୍ଟ ପାଇଁ ଆବେଦନ କରନ୍ତୁ

ଭୁବନେଶ୍ୱର: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ବ୍ୟାଙ୍କର ବିଭିନ୍ନ କାର୍ଯ୍ୟାଳୟରେ “ଅଫିସ୍ ଆଟେଣ୍ଡାଣ୍ଟ” ର ୮୪୧ ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କ ଆବେଦନ ଆମନ୍ତ୍ରଣ କରିଛି। ଏହି ପଦବୀ ପାଇଁ ଚୟନ ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷା (ଅନଲାଇନ୍ ପରୀକ୍ଷା) ଏବଂ ପରେ ଭାଷା ଦକ୍ଷତା ପରୀକ୍ଷା (ଆଞ୍ଚଳିକ ଭାଷାରେ) ମାଧ୍ୟମରେ ହେବ। ଗୁରୁତ୍ୱପୂର୍ଣ୍ଣ ତାରିଖ:- ୱେବସାଇଟ୍ ଲିଙ୍କ୍ ଖୋଲା ହେବ ତାରିଖ  – ଫେବୃଆରୀ 24 – ମାର୍ଚ୍ଚ 15, 2021 ପରୀକ୍ଷା ଶୁଳ୍କ ଦେୟ […]

ipl
ଏପ୍ରିଲ ୯ରୁ ଆରମ୍ଭ ହେବ ଆଇପିଏଲ୍ ମହାସମର

ନୂଆଦିଲ୍ଲୀ: ଏପ୍ରିଲ ୯ରୁ ଆରମ୍ଭ ହେବ ଆଇପିଏଲ୍ ୨୦୨୧। ଏନେଇ ବିଧିବଦ୍ଧ ଭାବେ ଘୋଷଣା ବିସିସିଆଇ ଘୋଷଣା କରିଛି।ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପ୍ରଥମ ମ୍ୟାଚ ହେବ। ଉଦଘାଟନୀ ମ୍ୟାଚରେ ମୁମ୍ବାଇ-ବାଙ୍ଗାଲୋର ମୁକାବିଲା ହେବ। ମେ ୩୦ରେ ଅହମ୍ମଦାବାଦରେ ଫାଇନାଲ ମ୍ୟାଚ୍ ଖେଳାଯିବ। 🚨 BCCI announces schedule for VIVO IPL 2021 🚨 The season will kickstart on 9th April in Chennai and the final will take place […]

west-bengal
ପଶ୍ଚିମବଙ୍ଗରେ ଏଥର ଷ୍ଟାର ଓ୍ୱାର୍, ରାତି ପାହିଲେ ପଦ୍ମ ଧରିବେ ମିଥୁନ୍?

କୋଲକାତା: ପଶ୍ଚିମବଙ୍ଗରେ ଏଥର ଷ୍ଟାର ଓ୍ୱାର୍। ବିଧାନସଭା ନିର୍ବାଚନର ମଇଦାନରେ ଅନେକ ସିନେ ଷ୍ଟାର ଓ ଟିଭି ସେଲିବ୍ରିଟି। ଏହି ତାଲିକାର ସଦ୍ୟତମ ସେଲିବ୍ରିଟି ବିଗତ ଦିନର ମ୍ୟାଟ୍‌ନି ଆଇଡଲ୍ ଡିସ୍କୋ ଡାନ୍ସର୍ ମିଥୁନ ଚକ୍ରବର୍ତ୍ତୀ ହୋଇପାରନ୍ତି। ଚର୍ଚ୍ଚା ହେଉଛି ଆସନ୍ତାକାଲି ହେବାକୁ ଥିବା ମୋଦିଙ୍କ ମେଗା ସମାବେଶରେ ସେ ଯୋଗଦାନ କରି ବିଧିବଦ୍ଧ ଭାବେ ପଦ୍ମ ଧରିବେ। ଏପରିକି ନିର୍ବାଚନ ବି ଲଢ଼ିପାରନ୍ତି ବୋଲି ଆକଳନ କରାଯାଉଛି। ତେବେ ବିଜେପି ପକ୍ଷରୁ ଏନେଇ କିଛି ସ୍ପଷ୍ଟ […]

sports
ଇନିଂସ୍ ବିଜୟ ସହ ସିରିଜ୍ କବଜା କଲା ଟିମ୍ ଇଣ୍ଡିଆ

ଅହମ୍ମଦାବାଦ: ଚତୁର୍ଥ ଟେଷ୍ଟକୁ ଦଖଲ କଲା ଟିମ୍ ଇଣ୍ଡିଆ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଇଂଲଣ୍ଡ ଭାରତୀୟ ସ୍ପିନରଙ୍କ ମୁକାବିଲା କରି ନ ପାରି ଇଂଲଣ୍ଡ ଧରାଶୟୀ ହୋଇଛି। ଫଳରେ ଚତୁର୍ଥ ଟେଷ୍ଟରେ ଭାରତର ଇନିଂସ ବିଜୟ ହୋଇଛି। ଆଜି ତୃତୀୟ ଦିନରେ ଇଂଲଣ୍ଡକୁ ଏକ ଇନିଂସ ୨୫ ରନ୍‌ରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ। ଏହି ମ୍ୟାଚର ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୧୩୫ ରନ୍‌ରେ ଅଲ୍ଆଉଟ୍‌ ହୋଇଯାଇଛି। ପ୍ରଥମ ଇନିଂସରେ ୧୬୦ରନ୍ […]

bjp
ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଦିଶପୁର: ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ପ୍ରଥମ ଦଫାରେ ୭୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ୱଲ ମଜୁଲି ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ହେଭିେଓ୍ୱଟ ହିମନ୍ତ ବିଶ୍ୱଶର୍ମା ଜାଲୁକବାରିରୁ ପ୍ରାର୍ଥୀ ହେବେ। କେନ୍ଦ୍ରୀୟ ନିର୍ବାଚନ ସମିତିର ବୈଠକ ପରେ ପ୍ରାର୍ଥୀ ଚୂଡ଼ାନ୍ତ କରାଯାଇଥିଲା। ଏଥର ଆସାମ ଗଣ ପରିଷଦ ଓ UPPL ସହିତ ମେଣ୍ଟ କରି ବିଜେପି ନିର୍ବାଚନ ଲଢୁଛି। ଆସାମ ଗଣ ପରିଷଦ ଭାଗରେ […]

appointment
ପ୍ରକାଶ ପାଇଲା କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ନିଯୁକ୍ତି: ଏଇ ପଦବୀ ପାଇଁ ଆବେଦନ କରନ୍ତୁ

ଭୁବନେଶ୍ୱର: କେନ୍ଦ୍ରୀୟ  ବିଦ୍ୟାଳୟ ଏହାର  No.2 ନମ୍ବର ଉପଲ  (SOI) ହାଇଦ୍ରାବାଦ ପ୍ରତିଷ୍ଠାନରେ ଖାଲି ଥିବା  ପଦ ପଦବୀ  ଘୋଷଣା କରିଛି। ଆବେଦନ କରିବା ପାଇଁ ଆଗ୍ରହୀ ଥିବା ଯୋଗ୍ୟ ପ୍ରାର୍ଥୀମାନେ ମାର୍ଚ୍ଚ 6, 2021 କିମ୍ବା ପୂର୍ବରୁ ଏହି ପଦବୀ ଗୁଡିକ ପାଇଁ ଆବେଦନ କରିପାରିବେ। ସରକାରୀ ବିଜ୍ଞପ୍ତିରେ କୁହାଯାଇଛି  “ଏହି  ବିଦ୍ୟାଳୟ ରେ ଚୁକ୍ତିଭିତ୍ତିକ ଶିକ୍ଷକ / କର୍ମଚାରୀଙ୍କ ଅସ୍ଥାୟୀ ପଦବୀ ଗୁଡିକ ପାଇଁ ଅନଲାଇନରେ ଯୋଗ୍ୟ ପ୍ରାର୍ଥୀଙ୍କ ଠାରୁ ଆବେଦନ ଆମନ୍ତ୍ରଣ କରାଯାଇଛି। […]

7am-mahakasa
ପୃଥିବୀରୁ ମହାକାଶକୁ ଫୋନ୍‌ କଲେ କମଲା ହାରିସ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ଥିବା ନାସାର ମହାକାଶଚାରୀ ଭିର ଗ୍ଲୋଭରଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଫୋନ୍‌ରେ ଉଭୟଙ୍କ ମଧ୍ୟରେ ହୋଇଥିବା କଥାବାର୍ତ୍ତା ବେଶ୍ ରୋଚକ ଥିଲା। ଏସମ୍ପର୍କିତ ଏକ ଭିଡିଓକୁ ନାସା ସେୟାର ମଧ୍ୟ କରିଛି। ବଡ ସ୍ବପ୍ନ ଓ ଉଚ୍ଚ ଚିନ୍ତାଧାରା ଦ୍ୱାରା କଣ ସମ୍ଭବ ତାହା ଗ୍ଲୋଭର କରିଦେଖାଇଛନ୍ତି ବୋଲି କହିଛନ୍ତି ଆମେରିକାର ଉପରାଷ୍ଟ୍ରପତି ତଥା ଭାରତୀୟ ବଂଶଦ୍ଭୋବ କମଲା ହାରିସ। ଆମେରିକା ମାଟିରୁ ଅନ୍ତର୍ଜାତୀୟ […]

covaxin
ଭାରତୀୟ ଭ୍ୟାକ୍ସିନ୍‌କୁ ଚୀନ ହ୍ୟାକର୍‌ଙ୍କ ଟାର୍ଗେଟ

ନୂଆଦିଲ୍ଲୀ: ସିରମ ଇନ୍‌ଷ୍ଟିଚ୍ୟୁଟ୍ ଓ ଭାରତ ବାୟୋଟେକ୍‌କୁ ଚୀନ ହ୍ୟାକର୍‌ଙ୍କ ଟାର୍ଗେଟ। କୋଭିଡ୍ ଭ୍ୟାକ୍ସିନ ପ୍ରସ୍ତୁତକାରୀ ଦୁଇ ସଂସ୍ଥାକୁ ଚୀନ ସରକାରଙ୍କ ଦ୍ୱାରା ପ୍ରୋତ୍ସାହିତ ହ୍ୟାକିଂ ଗ୍ରୁପ କିଛି ସପ୍ତାହ ହେଲା ଟାର୍ଗେଟ କରୁଥିବା ସୂଚନା ମିଳିଛି। ସଂସ୍ଥାର ଆଇଟି ସିଷ୍ଟମକୁ ସିଧା ଟାର୍ଗେଟ କରାଯାଉଛି ବୋଲି ସାଇବର ଇଣ୍ଟେଲିଜେନ୍ସ ଫାର୍ମ- ସାଇଫାର୍ମ ଅନ୍ତର୍ଜାତୀୟ ଖବର ସରବରାହ ସଂସ୍ଥାକୁ ସୂଚନା ଦେଇଥିବା ଜଣାପଡ଼ିଛି। ଭାରତ ବିଶ୍ୱର ଅନେକ ଦେଶକୁ କୋଭିଡ୍ ଭ୍ୟାକ୍ସିନ ଯୋଗାଉଛି। ଚୀନ ମଧ୍ୟ ଏହି […]

wife-KO
ସ୍ୱାମୀକୁ ଭ୍ୟାନ୍‌ରେ ବାନ୍ଧି ଘୋଷାରି ଘୋଷାରି ନେଲା ସ୍ତ୍ରୀ

ସୁରତ: ସ୍ୱାମୀର ନିର୍ଯାତନା କେତେ ବା ସହିବ ସ୍ତ୍ରୀ? ସୀମା ପାର ହେବାରୁ ସ୍ୱାମୀକୁ ପାନେ ଦେବ ବୋଲି ସ୍ତ୍ରୀ ଭାବିଲା। ଆଉ ଶେଷରେ ଦେଲା ପେଟେଣ୍ଟ ମେଡିସିନ୍। ସ୍ୱାମୀକୁ ଭ୍ୟାନ୍‌ରେ ବାନ୍ଧି ଘୋଷାରି ଘୋଷାରି ନେଇଛି ସ୍ତ୍ରୀ। ନିଜ ଭାଇ ସହାୟତାରେ ସ୍ତ୍ରୀ ଜଣକ ସ୍ୱାମୀକୁ ଏହି ଶାସ୍ତି ଦେଇଛି। ଗୁଜରାଟ ସୁରତ କୃଷ୍ଣନଗର ଅଞ୍ଚଳର ଏ ଘଟଣା। ପ୍ରାୟ ୬ଶହ ମିଟର ପର୍ଯ୍ୟନ୍ତ ସ୍ୱାମୀକୁ ଗାଡିରେ ଘୋଷାରି ନେବା ପରେ ସ୍ଥାନୀୟ ଲୋକେ ଦେଖିଥିଲେ। […]

250-vaccine
କରୋନା ଟିକା ଡୋଜ୍ ପିଛା କେନ୍ଦ୍ର ଦେବ ୨୫୦ ଟଙ୍କା

ନୂଆଦିଲ୍ଲୀ: ଘରୋଇ ହସ୍ପିଟାଲରେ ଟିକା ଦର କେନ୍ଦ୍ର ସରକାର ଧାର୍ଯ୍ୟ କରିଛନ୍ତି। ଟିକା ଡୋଜ୍ ପିଛା କେନ୍ଦ୍ର ୨୫୦ ଟଙ୍କା ଦର ରଖିଥିବା ANI ସୂତ୍ରରୁ ସୂଚନା ଦିଆଯାଇଛି।  ଟିକା ପାଇଁ ସର୍ଭିସ ଚାର୍ଜ ୧୦୦ ଟଙ୍କା ଧାର୍ଯ୍ୟ କରଯାଇଥିବା ସୂଚନା ଦିଆଯାଇଛି। ତେବେ ସରକାରୀ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ। ଘରୋଇ କେନ୍ଦ୍ରରେ ଟିକା ଦେବା ପାଇଁ ନିର୍ଦ୍ଦିଷ୍ଟ ଅର୍ଥ ଦେବାକୁ ପଡ଼ିବ। ତେବେ କେତେ ଟଙ୍କା ଦେବାକୁ ପଡ଼ିବ, ୩/୪ ଦିନ ମଧ୍ୟରେ […]

savarkar (2)
ମହାନ୍ କ୍ରାନ୍ତିକାରୀ ସ୍ୱାତନ୍ତ୍ରବୀର ସାବରକର: ଆଜି ପୁଣ୍ୟତିଥି

ସାବରକର ବିଶ୍ୱର ରାଜନୈତିକ ଇତିହାସରେ ପ୍ରଥମ ରାଜନୈତିକ ନେତା ଥିଲେ, ଯାହାଙ୍କୁ ଦୁଇଟି ଜନ୍ମ (୫୦ ବର୍ଷ)ର କାରାଦଣ୍ଡାଦେଶ ହୋଇଥିଲା। ଯେତେବେଳେ ଇଂରେଜ ବିଚାରପତି ନ୍ୟାୟାଳୟରେ ତାଙ୍କ ବିରୁଦ୍ଧରେ ଏହି ରାୟ ଶୁଣାଇଥିଲେ, ସେତେବେଳେ ସାବରକର କହିଥିଲେ- “୫୦ ବର୍ଷର କାରାଦଣ୍ଡାଦେଶ ଦେଇ ଇଂରେଜ ସରକାର ହିନ୍ଦୁ ମାନଙ୍କର ପୁନର୍ଜନ୍ମର ସିଦ୍ଧାନ୍ତକୁ ସ୍ୱୀକାର କରିନେଇଛନ୍ତି।” ସେଇ ମହାନ୍ କ୍ରାନ୍ତିକାରୀ ସ୍ୱାତନ୍ତ୍ରବୀର ସାବରକରଙ୍କ ଆଜି ପୁଣ୍ୟତିଥି। ଆଲେଖ୍ୟ-ଦେବଦତ୍ତ ରଥ କଳାପାଣି ସଜ୍ଜା ଏବଂ ଅମାନବୀୟ ନିର୍ଯାତନା ମହାରାଷ୍ଟ୍ରର ନାସିକ […]

lockdown
କାୟା ମେଲାଉଛି କରୋନା: ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ୍ ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ ପୁଣି ବେକାବୁ ହେବାକୁ ବସିଲାଣି କରୋନା ! ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ, ଗୁଜରାଟ, ପଞ୍ଜାବ, କର୍ଣ୍ଣାଟକ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ଜାମ୍ମୁ ଓ କାଶ୍ମୀର , ଏହି ୧୦ ରାଜ୍ୟରେ ପୁଣି ନିୟନ୍ତ୍ରଣ ବାହାରକୁ କରୋନା ଯାଇପାରେ। ସଂକ୍ରମଣ ରୋକିବାକୁ ଏହି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କେନ୍ଦ୍ରୀୟ ଟିମ୍ ନିୟୋଜିତ ହୋଇଛି। ଇତି ମଧ୍ୟରେ କରୋନା ଯୋଗୁଁ ମାର୍ଚ୍ଚ ମାସ ପାଇଁ କେନ୍ଦ୍ର ଗାଇଡଲାଇନ ଜାରି କରିଛି। କଣ୍ଟେନମେଣ୍ଟ, ସର୍ଭେଲାନ୍ସ […]

DGP Rajesh Das
ବରିଷ୍ଠ ଓଡ଼ିଆ IPSଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର: ତାମିଲନାଡୁରେ କାର୍ଯ୍ୟରତ ବରିଷ୍ଠ ଓଡ଼ିଆ ଆଇପିଏସ୍‌ଙ୍କ ବିରୋଧରେ ଯୌନ ନିର୍ଯାତନାର ଅଭିଯୋଗ ଆସିଛି। ଏହି ଅଭିଯୋଗର ତଦନ୍ତ ଉଚ୍ଚସ୍ତରୀୟ କମିଟି କରିବ। ୬ ଜଣିଆ ଏହି କମିଟିର ତାମିଲନାଡୁର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜୟଶ୍ରୀ ରଘୁନନ୍ଦନ ନେତୃତ୍ୱ ନେବେ।ତାମିଲନାଡୁ ଆଇନ ଶୃଙ୍ଖଳା ବିଭାଗର ସ୍ପେଶାଲ ପୋଲିସ ଡିଜି ଥିବା ରାଜେଶ ଦାସଙ୍କ ବିରୋଧରେ ଜଣେ ମହିଳା ଆଇପିଏସ୍ ଅଧିକାରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ। ନିକଟରେ ମୁଖ୍ୟମନ୍ତ୍ରୀ ଇ. କେ. ପଲାନିସ୍ୱାମୀଙ୍କ ବିଭିନ୍ନ କେନ୍ଦ୍ରୀୟ […]

Lotery-KO
୧୦୦ ଟଙ୍କାର ଲଟେରୀ ଟିକେଟ କାଟି କୋଟିପତି ହେଲେ ଗୃହିଣୀ

ଅମୃତସର: ଗୋଟିଏ ସୁଯୋଗ ତାଙ୍କ ଭାଗ୍ୟ ବଦଳାଇ ଦେଇଥିଲା । ଜଣେ ଗରିବ ପରିବାର ରାତାରାତି କୋଟିପତି ହୋଇଗଲେ। କଟାଟା ଶୁଣିବା ପରେ ଯେକେହି ବି ଚକିତ ହୋଇଯିବେ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେବି ସତ। ଜଣେ ଗୃହିଣୀ ମାତ୍ର ୧୦୦ ଟଙ୍କା ଖର୍ଚ୍ଚ କରି ରାତାରାତି ଧନର ପାହାଡ଼ ଉପରେ ଠିଆ ହୋଇଛନ୍ତି। ହଜାରେ କି ଲକ୍ଷେ ଟଙ୍କା ନୁହେଁ କୋଟିଏ ଟଙ୍କା ସେ ହାସଲ କରିଛନ୍ତି। ୧୦୦ ଟଙ୍କାର ଲଟେରୀ ଟିକେଟ୍ କାଟି ମହିଳା ୧ […]

ind-vs-eng
ଅହମ୍ମଦାବାଦରେ ଭାରତୀୟ ସ୍ପିନରଙ୍କ ରାଜୁତି: ୧୦ ୱିକେଟ୍‌ରେ ଭାରତ ବିଜୟୀ

ଅହମ୍ମଦାବାଦ: ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆର ଦମଦାର ପ୍ରଦର୍ଶନ କରିଛି। ଅହମ୍ମଦାବାଦ ଟେଷ୍ଟରେ ଭାରତ ବିଜୟ ହାସଲ କରିଛି। ଚାରିମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ଇଂଲଣ୍ଡକୁ ବ୍ୟାକଫୁଟକୁ ଭାରତ ଠେଲି ଦେଇଛି। ଏଠାରେ ଖେଳାଯାଇଥିବା ତୃତୀୟ ଦିବାରାଷ୍ଟ୍ର ଟେଷ୍ଟରେ ଭାରତ ୧୦ ୱିକେଟରେ ଇଂଲଣ୍ଡକୁ ହରାଇ ଦେଇଛି। ଦ୍ୱିତୀୟ ଇନିଂସରେ ଇଂଲିଶ ବ୍ୟାଟ୍ସମ୍ୟାନମାନେ ପୁଣିଥରେ ଭାରତୀୟ ସ୍ପିନରଙ୍କ ଆଗରେ ଆତ୍ମସମର୍ପଣ କରି ମାତ୍ର ୮୧ ରନରେ ଅଲଆଉଟ୍ ହୋଇଥିଲା। ଏଥିସହ ଭାରତ ଆଗରେ ମାତ୍ର ୪୯ […]

Fasi-KO
ରାଜକ୍ଷମା ଆବେଦନ କଲେ ସବନମ୍‌, ବଞ୍ଚିବା ପାଇଁ ଏବେ ଆଉ ୨ଟି ରାସ୍ତା !

ଲକ୍ଷ୍ନୌ: ୭ ଜଣଙ୍କୁ ହତ୍ୟା ମାମଲାର ଦୋଷୀ ଉତ୍ତର ପ୍ରଦେଶ ଆମରୋହର ସବନମ୍ ରାଜକ୍ଷମା ଆବେଦନ କରିଛନ୍ତି। ଉତ୍ତରପ୍ରଦେଶ ରାଜ୍ୟପାଳଙ୍କ ପାଖରେ ସବନମ୍ କ୍ଷମା ପ୍ରାର୍ଥନା କରିଛନ୍ତି। ରାଜ୍ୟପାଳ ଆନନ୍ଦୀବେନ୍ ପଟେଲଙ୍କ ପାଖରେ କ୍ଷମା ଆବେଦନ କରିଛନ୍ତି। ପୂର୍ବରୁ ରାଷ୍ଟ୍ରପତିଙ୍କ ପାଖରେ ରାଜକ୍ଷମା ଆବେଦନ ଖାରଜ ହୋଇଛି। ସବନମ୍‌ଙ୍କ ଡେଥ୍ ୱାରେଣ୍ଟ ଜାରି ହୋଇଥିବା ବେଳେ ସେ ପୁଣି ଥରେ ଏହାକୁ ଘୁଞ୍ଚାଇବା ଆବେଦନ କରିଛନ୍ତି। ବହୁଚର୍ଚ୍ଚିତ ଅମ୍ରୋହା ହତ୍ୟାକାଣ୍ଡର ଦୋଷୀଙ୍କୁ ଚରମ ଶାସ୍ତି। ୧୦ ମାସର […]

chris
IPL ନିଲାମ: କ୍ରିସ୍‌ ମୋରିସ୍ ସବୁଠୁ ଦାମୀ ଖେଳାଳି

ଚେନ୍ନାଇ: ଚେନ୍ନାଇରେ ୨୦୨୧ ଆଇପିଏଲ ସଂସ୍କରଣ ପାଇଁ ନିଲାମ ଆରମ୍ଭ ହୋଇଛି। ୨୦୨୧ ଆଇପିଏଲ୍ ନିଲାମରେ ସବୁଠାରୁ ଦାମି କ୍ରିକେଟର ହୋଇଛନ୍ତି କ୍ରିସ ମୋରିସ। ତାଙ୍କୁ ୧୬ କୋଟି ୨୫ ଲକ୍ଷରେ ରାଜସ୍ଥାନ ରୟାଲ୍ସ କିଣିଛି। ଦ୍ୱିତୀୟ ସର୍ବାଧିକ ନିଲାମି କାଇଲ୍ ଜେମିସନଙ୍କ ନାଁରେ ଲାଗିଛି। ତାଙ୍କୁ ବାଙ୍ଗାଲୋର ଟିମ୍ ୧୫ କୋଟିରେ କିଣିଛି। ତୃତୀୟ ସ୍ଥାନରେ ଗ୍ଲେନ ମ୍ୟାକ୍ସୱଲ ଅଛନ୍ତି। ତାଙ୍କୁ ମଧ୍ୟ ବାଙ୍ଗାଲୋର ଟିମ୍ କିଣିଛି। ମ୍ୟାକ୍ସେଓ୍ୱଲଙ୍କ ଦାମ ରହିଛି ୧୪ କୋଟି ୨୫ […]

tank
LACରୁ ସେନା ପ୍ରତ୍ୟାହାର କଲେ ଉଭୟ ଭାରତ ଓ ଚୀନ୍

ଭୁବନେଶ୍ୱର: LACରୁ ଉଭୟ ଭାରତ ଓ ଚୀନ୍ ସେନା ପ୍ରତ୍ୟାହାର କରିଛନ୍ତି। ପୂର୍ବ ଲଦାଖରୁ ସେନା ଓ ଯୁଦ୍ଧ ଟ୍ୟାଙ୍କ୍ ପ୍ରତ୍ୟାହାର କରି ନେଇଛନ୍ତି ଉଭୟ ଦେଶ। ପ୍ୟାଙ୍ଗଗଙ୍ଗ୍ ହ୍ରଦ କୂଳରୁ ସମର ସଜ୍ଜା ପାଇଁ ପ୍ରସ୍ତୁତ ହେଉଥିବା ଉଭୟ ଦେଶର ସୈନିକ ଓ ଯୁଦ୍ଧ ଟ୍ୟାଙ୍କକୁ ଖାଲି କରିଛନ୍ତି ଦୁଇ ଦେଶର ସେନା ବାହିନୀ। ଏ ନେଇ ଆଜି ଭାରତୀୟ ସେନା ପକ୍ଷରୁ ପୂର୍ବ ଲଦାଖ ଅନ୍ତର୍ଗତ ଦକ୍ଷିଣ ପ୍ୟାଙ୍ଗଗଙ୍ଗର ନୂଆ ଫଟୋ ଓ ଭିଡିଓ […]

Jio-broadband
୨୫ ପ୍ରମୁଖ ସହରରେ ଜିଓଫାଇବର୍ ବ୍ରଡବ୍ୟାଣ୍ଡ୍ ସେବା ଆରମ୍ଭ

ଭୁବନେଶ୍ୱର: ଦେଶର ସର୍ବାଧିକ ଲୋକପ୍ରିୟ ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ୍ ସେବା ଜିଓଫାଇବର୍ ଏବେ ରାଜ୍ୟର ୨୫ଟି ପ୍ରମୁଖ ନଗର ଓ ସହରରେ ସେବା ପ୍ରଦାନ ଆରମ୍ଭ କରିଛିି। ନିକଟରେ ଖୋର୍ଦ୍ଧା, ବ୍ରହ୍ମପୁର, ବାଲେଶ୍ୱର ଏବଂ ଜୟପୁର ସହରରେ ଜିଓଫାଇବର ବ୍ରଡବ୍ୟାଣ୍ଡ୍ ସେବା ଆରମ୍ଭ ହେବା ସହିତ ଜିଓଫାଇବର ଏବେ ଭୁବନେଶ୍ୱର, କଟକ, ପୁରୀ, ଜଟଣି, ଅନୁଗୁଳ, ସମ୍ବଲପୁର, ରାଉରକେଲା, ଝାରସୁଗୁଡା, ବେଲପାହାଡ, ବ୍ରଜରାଜନଗର, ସୁନ୍ଦରଗଡ, ବଲାଙ୍ଗୀର, କେନ୍ଦୁଝର, ଭବାନିପାଟଣା, କୋରାପୁଟ, ରାୟଗଡା, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ରୋଡ, ଭଦ୍ରକ, […]

Fastag
କାଲି ମଧ୍ୟରାତ୍ରିରୁ ଫାସ୍‌ଟ୍ୟାଗ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ନିଷ୍ପତ୍ତିକୁ ପ୍ରାୟ ଦେଢ଼ମାସ ଗଡ଼ାଇବା ପରେ ଆସନ୍ତାକାଲି ମଧ୍ୟରାତ୍ରିରୁ ଫାସ୍‌ଟ୍ୟାଗ୍ ବାଧ୍ୟତାମୂଳକ ହେବ। ରାଜ୍ୟର ଟୋଲ୍‌ଗେଟ୍‌ ଗୁଡ଼ିକରେ ମଧ୍ୟରାତ୍ରିରୁ ଏହି ନିୟମକୁ କଡ଼ାକଡ଼ି କରାଯିବ। ଫାସଟ୍ୟାଗ୍ ନଥିଲେ ଗାଡ଼ି ଚାଳକ ପୂର୍ବ ନିଷ୍ପତ୍ତି ମୂତାବକ ଦୁଇ ଗୁଣା ଟୋଲ୍ ଫି ଗଣିବେ। କେନ୍ଦ୍ର ପରିବହନ ମନ୍ତ୍ରାଳୟ ଫକ୍ଷରୁ ଏନେଇ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଚଳିତ ବର୍ଷ ଆରମ୍ଭରୁ ଚାରି ଚକିଆ ସମେତ ଭାରିଯାନ ଗୁଡ଼ିକ ପାଇଁ ଫାସ୍‌ଟ୍ୟାଗ୍ ନିୟମ ଲାଗୁ କରିବାକୁ କେନ୍ଦ୍ର ସରକାର […]

ajit-doval
ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବଢିଲା ସୁରକ୍ଷା

ନୂଆଦିଲ୍ଲୀ: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସୁରକ୍ଷା ବଢିଲା। କାରଣ, ଡୋଭାଲ ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ଅଛନ୍ତି। ମିଳିଥିବା ସୂଚନା ଅନୁସାରେ, ଆତଙ୍କବାଦୀ ସଂଗଠନ ଜୈସ-ଏ-ମହମ୍ମଦ, NSA ଅଜିତ ଡୋଭାଲଙ୍କ ଉପରେ ଆକ୍ରମଣ କରିବାକୁ ପାକିସ୍ତାନ ଯୋଜନା କରିଛି। ପାକିସ୍ତାନ ସୋପିଆନ୍ ବାସିନ୍ଦା ଜୈସ ଆତଙ୍କବାଦୀ ହିଦାୟତୁଲ୍ଲା ମଲ୍ଲିକଙ୍କୁ ସୁରକ୍ଷା କର୍ମୀ ଫେବ୍ରୁଆରୀ ୬ ତାରିଖରେ ଜମ୍ମୁର ଅନନ୍ତନାଗରୁ ଗିରଫ କରିଥିଲେ। ସୁରକ୍ଷାକର୍ମୀ ତାଠାରୁ ଡୋଭାଲଙ୍କ ଅଫିସ ସମ୍ପର୍କିତ ଏକ ଭିଡିଓ ପାଇଥିଲେ। ଏହି ଭିଡିଓରେ ଆତଙ୍କବାଦୀ, […]