ଲକ୍‌ଡାଉନ୍‌ ସମୟରେ ଘରେ ପ୍ରସ୍ତୁତ କରନ୍ତୁ ଦହି ଚିଙ୍ଗୁଡ଼ି

ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, ବସାଦହି, ସୋରିଷ,ଲଙ୍କା, ସ୍ୱାଦ ଅନୁଯାୟୀ ଲୁଣ, ହଳଦୀ ଓ ତେଲ।

ପ୍ରସ୍ତୁତି ପ୍ରଣାଳୀ:

.ପ୍ରଥମେ ଚିଙ୍ଗୁଡ଼ିରୁ ଖୋଳାପା ଛଡ଼ାଇ ଏହାକୁ ପରିଷ୍କାର କରି ସେଥିରେ ଲୁଣ, ହଳଦୀ,କଞ୍ଚାଲଙ୍କା ଓ ଦହି ମିଶାଇ ଦିଅନ୍ତୁ।

.ରସୁଣ, ସୋରିଷ ଓ କଞ୍ଚାଲଙ୍କାକୁ ଗ୍ରାଇଣ୍ଡରରେ ଭଲ ଭାବରେ ବାଟି ଚିଙ୍ଗୁଡ଼ିରେ ମିଶାନ୍ତୁ।

.ଏ ସବୁକୁ କଡ଼େଇରେ ଅଳ୍ପ ଆଞ୍ଚରେ ସିଝାନ୍ତୁ। ଅଳ୍ପ ଝୋଳ ରହିଥିବା ଅବସ୍ଥାରେ ଓହ୍ଲାଇ ଦିଅନ୍ତୁ।

.କିଛି ସମୟ ପରେ ପ୍ରସ୍ତୁତ ହୋଇଯିବ ଦହି ଚିଙ୍ଗୁଡ଼ି। ଏହାକୁ ଗରମ ଭାତ ସହିତ ଖାଆନ୍ତୁ।Divine Creamy Prawn Curry | Recipe | Curry recipes, Prawn curry ...

You might also like