ଆତ୍ମନିର୍ଭର ଭାରତ ପ୍ୟାକେଜ କୋଟି କୋଟି ଲୋକଙ୍କୁ ଲାଭ ଦେଇଛି
ସମୟୋଚିତ ଲକ୍ଡାଉନ୍ ନିଷ୍ପତ୍ତି ଯୋଗୁ ଦେଶକୁ ଲାଭ ମିଳିଛି। କରୋନା ଯୋଗୁ ପ୍ରଭାବିତଙ୍କ ପାଇଁ ପ୍ୟାକେଜ୍ ଘୋଷଣା ହୋଇଛି। ଆତ୍ମନିର୍ଭର ଭାରତ ପ୍ୟାକେଜ କୋଟି କୋଟି ଲୋକଙ୍କୁ ଲାଭ ଦେଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନେକଙ୍କୁ ରାହା ଦେଇଛି: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ #UnionBudget #UnionBudget2021
— ଓଟିଭି (@otvkhabar) February 1, 2021