ଲାଲୁଙ୍କ ବଡ଼ ପୁଅ ପଛୁଆ, ହେଲେ ସାନ ପୁଅ ଆଗୁଆ
- ଆର୍ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା RJD ପ୍ରାର୍ଥୀ ତେଜ ପ୍ରତାପ ଯାଦବ ହସନପୁର ଆସନରୁ ଜେଡିୟୁ ପ୍ରାର୍ଥୀଙ୍କ ଠାରୁ ପଛରେ ଥିବାବେଳେ ଲାଲୁଙ୍କ ସାନ ପୁଅ ତେଜସ୍ୱୀ ଯାଦବ ରାଘୋପୁର ଆସନରେ ଆଗରେ ଅଛନ୍ତି।
- ଶତ୍ରୁଘ୍ନ ସିହ୍ନାଙ୍କ ପୁଅ ତଥା କଂଗ୍ରେସ ପ୍ରାର୍ଥୀ ଲଭ୍ ସିହ୍ନା ବାଙ୍କୀପୁର ଆସନରୁ ବିଜେପି ପ୍ରାର୍ଥୀଙ୍କ ଠାରୁ ପଛରେ ଅଛନ୍ତି।