୭୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଆୟକର ରିଟର୍ଣ୍ଣ ଛାଡ୍ Edited By OTV Khabar Bureau | By Rajalaxmi Sahoo Last updated Feb 1, 2021 Share ବରିଷ୍ଠ ନାଗରିକଙ୍କ ପାଇଁ ଟିକସ କ୍ଷେତ୍ରରେ ବଡ଼ ରିହାତି।୭୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଆୟକର ରିଟର୍ଣ୍ଣ ଛାଡ୍। ପେନ୍ସନ୍ ପାଉଥିବା ବରିଷ୍ଠ ନାଗରିକଙ୍କୁ ଆୟକର ରିଟର୍ଣ୍ଣ ମନା। Share