ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ
ପାଇପ ଯୋଗେ ପାନୀୟ ଜଳ ପାଇଁ ୧୨ ହଜାର କୋଟି ନିବେଶ ଲକ୍ଷ୍ୟ। ବସୁଧା ଯୋଜନାରେ ୨୪୧୯ କୋଟି ବ୍ୟୟବରାଦ ଲକ୍ଷ୍ୟ
ସ୍ୱଚ୍ଛ ଭାରତ ମିଶନ ପାଇଁ ୪୧୫ କୋଟି ଟଙ୍କା ବ୍ୟୟବରାଦ, ୫ ଲକ୍ଷ ପକ୍କା ଘର ନିର୍ମାଣ ପାଇଁ ୩ ହଜାର କୋଟି ବ୍ୟୟବରାଦ। ସହରୀ ଶ୍ରମ ନିଯୁକ୍ତି ଯୋଜନା ମୁକ୍ତା ଆରମ୍ଭ କରାଯିବାକୁ ଘୋଷଣା ହୋଇଛି।
ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ ହୋଇଛି। ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ ହୋଇଛି। ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ, ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ। ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟବରାଦ ହୋଇଛି।