ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି
ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି ବ୍ୟୟବରାଦ। ପଶୁଙ୍କ ଚିକିତ୍ସା ପାଇଁ ଆରମ୍ଭ ହେବ ପଶୁ ହେଲପ ଲାଇନ ସେବା। ରାଜ୍ୟରେ ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳୟ। କୃଷି ବଜେଟ ପାଇଁ ମୋଟ ୧୭, ୪୬୮ କୋଟି ବ୍ୟୟବରାଦ ହୋଇଛି।
ଓମ୍ବାଡସି ଓ ଡିଏମ୍ଏଫରୁ କୃଷି କ୍ଷେତ୍ରରେ ୪୪୭ କୋଟି ବିନିଯୋଗ ହେବ। ମନରେଗାରୁ ୧୯୬୬ କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ ଯୋଜନା। ୨୦୨୧-୨୨ରେ କୃଷି କ୍ଷେତ୍ରରେ ପ୍ରାୟ ୨୦ ହଜାର କୋଟି ବ୍ୟୟବରାଦ ହୋଇଛି।
ଚଳିତ ବର୍ଷ ଋଣ ଭାର GSDPର ୨୦.୯% ହେବା ଆକଳନ କରାଯାଇଛି। ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି