ଆମେରିକାରେ ଏକ କୋଟିରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ

ୱାଶିଙ୍ଗଟନ୍‌: ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଉଥିବାବେଳେ ଆମେରିକାରେ ଏବେ ରେକର୍ଡ ସ୍ତରରେ ପହଞ୍ଚିଛି। ଦୀର୍ଘ ଦଶ ମାସ ଭିତରେ ଆମେରିକାରେ ୧୦ ମିଲିୟନ୍‌ ଅର୍ଥାତ ୧ କୋଟିରୁ ଉର୍ଦ୍ଧ୍ୱ କୋଭିଡ୍‌ କେସ୍‌ ଦେଖିବାକୁ ମିଳିଛି।

ଜନ୍‌ ହପ୍‌କିନ୍ସ ୟୁନିଭରସିଟିର ତଥ୍ୟ ଅନୁସାରେ ଆମେରାକା ଗତ ସୋମବାର ଏହି ମାଇଲ୍‌ଷ୍ଟୋନକୁ ଅତିକ୍ରମ କରିଛି। ସୋମବାର ଦିନ ଆମେରିକାର ୪୩ଟି ରାଜ୍ୟରେ ଗତ ସପ୍ତାହ ଅପେକ୍ଷା ୧୦ ଶତକଡ଼ାରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି ବୋଲି ଏହି ୟୁନିଭରସିଟି ପ୍ରକାଶ କରିଛି।

ଗତ ସପ୍ତାହକୁ ତୁଳନା କଲେ ପ୍ରତ୍ୟେକ ଦିନ ୩୪ ପ୍ରତିଶତ ହାରରେ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କିନ୍ତୁ ଟେଷ୍ଟ କରିବାରେ ଜମାରୁ ୭.୪୧ ପ୍ରତିଶତ ବୃଦ୍ଧି ହୋଇଥିବା କୋଭିଡ୍‌ ଟ୍ରାକିଙ୍ଗ ପ୍ରୋଜେକ୍ଟର ତଥ୍ୟରୁ ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ପରଲୋକରେ ଭାରତର ସଫ୍ଟୱେୟର ଇଣ୍ଡଷ୍ଟ୍ରୀ ଜନକ ଏଫ୍‌ସି କୋହଲି

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

You might also like