ଭଗବାନଙ୍କ ଦର୍ଶନ ପାଇଁ ବାହାରିଥିଲେ, ନଦୀରେ ବୁଡ଼ିଗଲା ଡଙ୍ଗା; ୧୪ ମୃତ

କୋଟା: ରାଜସ୍ଥାନର କୋଟା ଜିଲ୍ଲା ଖାଟୋଲି ନିକଟ ଚାମ୍ବଲ ନଦୀରେ ଡଙ୍ଗା ବୁଡ଼ି ୧୪ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଆଜି ସକାଳେ ଏହି ଅଭାବନୀୟ ଘଟଣା ଘଟିଛି।

ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ପ୍ରଶାସନ, ଗ୍ରାମବାସୀ ଓ ପୋଲିସ୍‌ କର୍ମୀ ସାମିଲ ହୋଇଥିବା ବେଳେ State Disaster Response Forceର ଏକ ଟିମ୍‌ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛି।

ସୂଚନା ଅନୁସାରେ, ବୁନ୍ଦି ଜିଲ୍ଲା ଇନ୍ଦରଗଡ଼ ସ୍ଥିତ କମଲେଶ୍ୱର ମହାଦେବ ମନ୍ଦିରରେ ଭଗବାନଙ୍କ ଦର୍ଶନ ପାଇଁ ଗୋଥଡା କାଲା ଗାଁର ୩୦ରୁ ଅଧିକ ଲୋକ ଏକ ଡଙ୍ଗାରେ ଚାମ୍ବଲ ନଦୀ ପାର୍‌ ହେଉଥିବା ବେଳେ ଡଙ୍ଗାଟି ବୁଡ଼ି ଯାଇଥିଲା।

କିଛି ଲୋକ ପାଣିରେ ପହଁରି ପହଁରି ନିଜ ଜୀବନ ବଞ୍ଚାଇ ଦେଇଥିବା ବେଳେ ଆଉ କିଛି ଏବେ ବି ନିଖୋଜ ଥିବା ଜଣାପଡ଼ିଛି। ନିଖୋଜଙ୍କ ମଧ୍ୟରେ ପୁରୁଷ, ମହିଳା ଓ ଛୋଟପିଲା ଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

You might also like