ଜାମ୍ମୁ-କାଶ୍ମୀରରେ ସର୍ଚ୍ଚ ଅପରେସନ ବେଳେ ସହିଦ ହେଲେ ୩ ଯବାନ

ଶ୍ରୀନଗର: ରବିବାର ସୀମାରେ ଆତଙ୍କବାଦୀ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ୩ ଯବାନ ସହିଦ ହୋଇଛନ୍ତି। ଜାମ୍ମୁ ଓ କାଶ୍ମୀର କୁପୱାରା ଜିଲ୍ଲାର କେରନ୍ ସେକ୍ଟର ଏଲ୍‌ଓସିରେ ସର୍ଚ୍ଚ ଅପରେସନ ଚାଲିଥିଲା। ଏହି ସମୟରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଆତଙ୍କଦାଦୀ ସହିତ ଯବାନଙ୍କର ମୁକାବିଲା ହୋଇଥିଲା। ଏଥିରେ ଦୁଇ ଆର୍ମି ଯବାନଙ୍କ ସହିତ ଜଣେ ବିଏସ୍‌ଏଫ୍ ଯବାନ ସହିଦ ହୋଇଛନ୍ତି।

ସୀମାରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଯୋଜନାକୁ ପଣ୍ଡ କରିବା ପାଇଁ ଅପରେସନ ଜାରି ରଖିଛି ସେନା। ଆଜି ଏହା ପୂର୍ବରୁ ଦୁଇଜଣ ଅନୁପ୍ରବେଶକାରୀଙ୍କୁ ଗୁଳି କରିଥିଲା ସେନା। ଅନୁପ୍ରବେଶକାରୀମାନେ ସୀମାରେ ପ୍ରବେଶ କରୁଥିବା ବେଳେ ପାଟ୍ରେଲିଂ କରୁଥିବା ଯବାନଙ୍କ ସହିତ ସାମ୍ନାସାମ୍ନି ହୋଇଥିଲା ବୋଲି ଜଣେ ପ୍ରତିରକ୍ଷା ପ୍ରବକ୍ତା ସୂଚନା ଦେଇଛନ୍ତି।

 

ଆହୁରି ପଢ଼ନ୍ତୁ

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

ଆର୍‌ଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ନାଁରେ ସାଂଘାତିକ ଅଭିଯୋଗ

You might also like