କାମ ଚାଲୁଥିବା ବେଳେ ଭୁଶୁଡ଼ିଲା ବିଲ୍ଡିଂ

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ନୋଏଡାର ସେକ୍ଟର-୧୧ରେ ଏକ ନିର୍ମାଣାଧୀନ ବିଲ୍ଡିଂର କିଛି ଅଂଶ ଭୁଶୁଡ଼ି ଯିବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଜଣ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଗତକାଲି ଏହି ଅଘଟଣ ଘଟିଛି। ଏକ ଘରୋଇ ସଂସ୍ଥା ପକ୍ଷରୁ ବିଲ୍ଡିଂ ନିର୍ମାଣକାର୍ଯ୍ୟ ଚାଲିଥିବା ବେଳେ ଏହି ଅଘଟଣ ଘଟିଥିଲା।

ଖବରପାଇ ପୋଲିସ୍‌ ଓଏନ୍‌ଡିଆର୍‌ଏଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଘଟଣାକୁ ନେଇ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

ସୂଚନା ଅନୁସାରେ, ବିଲ୍ଡିଂରେ ସୋଲାର୍‌ ପ୍ୟାନେଲ୍‌ କାର୍ଯ୍ୟ ଚାଲିଥିବା ବେଳେ କୌଣସି କାରଣରୁ ବିଲ୍ଡିଂଟି ଭୁଶୁଡ଼ି ପଡ଼ିଥିଲା। ତଦନ୍ତ ପରେ କୋଠା ଭୁଶୁଡ଼ିବାର ପ୍ରକୃତ କାରଣ ଜଣାପଡ଼ିବ। ୟୁପି ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

କେରଳ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ ଏହି ଗୋଲ୍ଡ ମେଡାଲିଷ୍ଟ ପାଇଲଟ

ଏୟାର ଇଣ୍ଡିଆ ଫ୍ଲାଇଟ୍ କ୍ରାସ ଲ୍ୟାଣ୍ଡିଂ; ଦୁଇ ପାଇଲଟଙ୍କ ସମେତ ୧୫ ମୃତ

ବିଶ୍ୱ ପାଇଁ ସତର୍କ ଘଣ୍ଟି; ଚୀନ୍‌ରେ ମାତୁଛି ଆଉ ଏକ ଭୟଙ୍କର ଭୂତାଣୁ, ଗଲାଣି ୭ ଜୀବନ ୬୦ ଆକ୍ରାନ୍ତ

ଲୁଟେରୀ ଦୁଲହନ! ଫସେଇକି ଲୁଟିନେଲା କୋଟି କୋଟି ଟଙ୍କା

ଲକଡାଉନ୍‌ରେ ନିଆରା କାମ କରି ପ୍ରେରଣା ସାଜିଲେ ରାଜ୍ୟପାଳ

ସରିଲା ଅପେକ୍ଷା, ସେପ୍ଟେମ୍ବରରେ ଆସିବ କରୋନା ଭ୍ୟାକସିନ୍!

ଇଡିରେ ହାଜର ହେଲେ ରିୟା ଚକ୍ରବର୍ତ୍ତୀ

ସାବଧାନ! ଏହି ୬ଟି କାର୍ଯ୍ୟ କଲେ ହୋଇଯିବେ କାଙ୍ଗାଳ

ଚାଷୀଙ୍କ ପାଇଁ ଖୁସି ଖବର, ପ୍ରଥମଥର ପାଇଁ ଗଡ଼ିଲା ସ୍ୱତନ୍ତ୍ର ଟ୍ରେନ୍‌

ଭୂସ୍ଖଳନରେ ଚାଲିଗଲା ୫ ଜୀବନ

ଟ୍ରାକ୍ଟର ସାହାଯ୍ୟରେ ବାହାରିଲା ଗାଈ ଦୁଗ୍ଧ, ଭିଡିଓ ଶେୟାର କଲେ ମହିନ୍ଦ୍ରା ଗ୍ରୁପ୍‌ର ଚେୟାରମ୍ୟାନ୍‌

ଏବେ ‘ହ୍ୱାଟ୍ ଟୁ ଥିଙ୍କ୍’ ନୁହେଁ, ‘ହାଓ ଟୁ ଥିଙ୍କ୍’ ଉପରେ ଫୋକସ୍

You might also like