ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହେଲା ବିମାନ

ଆଲାବାମା: ଆଲାବାମାରେ ଆମେରିକା ନୌସେନାର ଏକ ବିମାନ କ୍ରାଶ୍‌ ହେବା ଯୋଗୁ ୨ଜଣ ଏୟାର୍‌କ୍ରିୟୁଙ୍କ ମୃତ୍ୟୁ ଘଟିଛି। ଏହି ୨ଜଣ ଏୟାର୍‌କ୍ରିୟୁ T-6B Texan II ନାମକ ଏହି ଟ୍ରେନିଂ ବିମାନରେ ଥିବାବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ସେଠାକାର ସ୍ଥାନୀୟ ସମୟ ଅନୁସାରେ, ଗତକାଲି ଅପରାହ୍ଣ ୫ଟା ସମୟରେ ଆଲାବାମାର ଫୋଲେ ସହରରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ସୂଚନା ଅନୁସାରେ, ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ଜନବସତି ଅଞ୍ଚଳରେ ଖସି ପଡ଼ିଥିଲା। ଫଳରେ ଗୋଟିଏ ଘର ଓ କିଛି କାର୍‌ରେ ନିଆଁ ଲାଗି ଯାଇଥିଲା। ଏଥିରେ ବିମାନରେ ଥିବା ୨ଜଣ ଏୟାର୍‌କ୍ରିୟୁଙ୍କ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷରେ, ଘଟଣାର ତଦନ୍ତ ଚାଲିଥିବା ନେଇ ଆମେରିକା ନୌସେନା ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

କାଲି ଭାରତ ବନ୍ଦ, ଗଡ଼ିବନି ଅଖ-ଚକ

ହେଡ୍‌ଫୋନ୍‌ ଲଗାଇ ରେଲ୍‌ୱେ ଟ୍ରାକ୍‌ରେ ମର୍ଣ୍ଣିଂ ୱାକ୍‌ କରୁଥିଲେ; ମାଡ଼ି ଆସିଲା ଟ୍ରେନ୍‌, ତା’ପରେ…

ଦେଶବ୍ୟାପୀ ଆରଟିପିସିଆର ଟେଷ୍ଟର ସମାନ ମୂଲ୍ୟ ଧାର୍ଯ୍ୟ କର: ସୁପ୍ରିମ୍‌କୋର୍ଟ

ବ୍ୟାଙ୍କ୍‌ ନୋଟ୍‌ ଦ୍ୱାରା ବ୍ୟାପିବ କି କରୋନା ସଂକ୍ରମଣ ? ସାମ୍ନାକୁ ଆସିଲା ନୂଆ ତଥ୍ୟ

ଭୀଷଣ ବାତ୍ୟାର ରୂପ ନେଇ ଆଜି ଲ୍ୟାଣ୍ଡଫଲ୍‌ କରିପାରେ ‘ନିଭାର’, ହାଇ ଆଲର୍ଟ ଜାରି

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

ଖୁବ୍‌ ଶୀଘ୍ର ବଜାରରେ ଉପଲବ୍ଧ ହେବ ‘ସ୍ପୁଟନିକ୍-ଭି’

ଜୀବନକୁ ବାଜି ଲଗାଇ ଚାରି ଜଣଙ୍କୁ ବଞ୍ଚାଇଲା ଗର୍ଭବତୀ କୁକୁର

ଶକ୍ତି ଗୋଟାଉଛି ନିଭାର, ୧୨୦ କିଲୋମିଟର ବେଗରେ ବହିବ ପବନ

ପୁଣି ୪୩ ଚାଇନିଜ୍ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର

କରୋନା ଟିକା ନେଇ କ’ଣ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ?

ହଠାତ୍‌ ଲାଲ୍‌ ହୋଇଗଲା ନଦୀର ପାଣି, ଦୋଷୀକୁ ଧରାଇ ଦେଲେ ମିଳିବ ପୁରସ୍କାର

You might also like