କୁଲଗାମରେ ଏନ୍‌କାଉଣ୍ଟର; ୨ ଆତଙ୍କୀ ନିହତ

ଶ୍ରୀନଗର;  ଜାମ୍ମୁ କାଶ୍ମୀରରେ ପୁଣି ଏନକାଉଣ୍ଟର। କୁଲଗାମ ଜିଲ୍ଲାରେ ହୋଇଥିବା ଏହି ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଏବେ ବି ଅପରେସନ ଜାରି ରହିଥିବାରୁ ମୃତଦେହ ଦୁଇଟିକୁ ଉଦ୍ଧାର କରାଯାଇପାରି ନାହିଁ ।

ସୂଚନା ଅନୁସାରେ, ଚିଙ୍ଗମ୍ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ପାଇବା ପରେ ଅପରେସନ ଆରମ୍ଭ ହୋଇଥିଲା। ପୋଲିସ ଓ ଆର୍ମିର ଜିିରୋ ଓ୍ୱାନ ରାଷ୍ଟ୍ରୀୟ ରାଇଫଲ୍ସର ମିଳିତ ବାହିନୀ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ପୋଲିସ ଓ ଆର୍ମି ଉପରକୁ ପ୍ରଥମେ ଆତଙ୍କବାଦୀ ଗୁଳି ଚଳାଇଥିଲେ ।

ଏହାର ପାଲଟା ଜବାବ ଦେଇଥିଲେ ପୋଲିସ। ଫଳରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ଏବେ ବି କିଛି ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି। ସେଠାରେ  ଅପରେସନ ଜାରି ରହିଛି ।

କେନ୍ଦ୍ର ଗୃହ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୬ ମାସରେ ଜାମ୍ମୁ କାଶ୍ମୀରରେ ୧୫୦ରୁ ଅଧିକ ଆତଙ୍କବାଦୀ ନିହତ ହେଲେଣି। ୫୦ରୁ ଅଧିକ ସୁରକ୍ଷାକର୍ମୀ ମଧ୍ୟ ସହିଦ ହୋଇଛନ୍ତି। ପାକିସ୍ତାନ ପଟରୁ ଅସ୍ତ୍ରବିରତି ଉଲ୍ଲଂଘନ ମଧ୍ୟ ବଢ଼ିଛି।

ଆହୁରି ପଢ଼ନ୍ତୁ

ଏକ କୋଟିରୁ ଅଧିକ ଗ୍ରାହକ ଆଦୌ ଦେଇ ନାହାନ୍ତି ବିଜୁଳି ବିଲ୍

ଶେଷ ଡିବେଟ୍‌ରେ ଭାରତର ବାୟୁପ୍ରଦୂଷଣ ଆମେରିକା ଠାରୁ ଖରାପ ବୋଲି କହିଲେ ଟ୍ରମ୍ପ

ତାଲିବାନ ଆତଙ୍କବାଦୀଙ୍କ ଆକ୍ରମଣରେ ୨୦ ଆଫଗାନୀ ଯବାନ ସହିଦ

ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

You might also like