ବଢିଲା IT ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ: ଆୟକର ରିଟର୍ଣ୍ଣ ଅବଧି ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ନଭେମ୍ବର ୩୦ ପର୍ଯ୍ୟନ୍ତ ରିଟର୍ଣ୍ଣ ଅବଧି ବୃଦ୍ଧି କରାଯାଇଛି ।୨୦୧୯-୨୦ ଆର୍ଥିକ ବର୍ଷରେ ଏହି ଡେଡ୍‌ଲାଇନ ବଢାଇଛନ୍ତି ସରକାର ।

ବର୍ତ୍ତମାନ ସମୟ ଓ ପରିସ୍ଥିତିକୁ ଦେଖି ଏହି ନିଷ୍ପତ୍ତି ନିଆଯାଇଛି । ସମୟସୀମା ବୃଦ୍ଧି ନେଇ ଆୟକର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହାପୂର୍ବରୁ ଆୟକର ବିଭାଗ ଇନଭେଷ୍ଟମେଣ୍ଟ ଟାକ୍ସ ସେଭିଂ ଡେଡ୍ ଲାଇନ ଜୁଲାଇ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ ।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like