ଦେଶରେ ଦିନକରେ ୨୦୨୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦିନକରେ ଦେଶରେ କରୋନା ନେଲା ୨୦୨୩ ଜଣଙ୍କ ଜୀବନ। ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୯୫ ହଜାର ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦କୁ ବୃଦ୍ଧି ପାଇଛି। ସେହିପରି ଆଜିର କରୋନା ଆକ୍ରାନ୍ତଙ୍କ ମୃତ୍ୟୁକୁ ମିଶାଇ ମୃତ୍ୟୁସଂଖ୍ୟା ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩କୁ ବୃଦ୍ଧି ପାଇଛି।

ଆକ୍ଟିଭ କେସ୍- ୨୧,୫୭,୫୩୮; ସୁସ୍ଥ ହେଲେଣି- ୧,୩୨,୭୬,୦୩୯
ଏଯାବତ ଦେଶରେ ୧୩,୦୧,୧୯,୩୧୦ ଡୋଜ୍ ଟିକାକରଣ
You might also like