ଏଆଇଏଡିଏମ୍‌କେର ୨୬ସାଂସଦ ସସ୍‌ପେଣ୍ଡ

ନୂଆଦିଲ୍ଲୀ: ଗୃହରେ ହଟ୍ଟଗୋଳ କରିବା ସାସଂଦଙ୍କୁ ମହଙ୍ଗା ପଡ଼ିଛି । ଲୋକସଭା କାର୍ଯ୍ୟରେ ବାରମ୍ବାର ବ୍ୟାଘାତ ଓ ହଟ୍ଟଗୋଳ ଅଭିଯୋଗରେ ଏଆଇଏଡିଏମ୍‌କେ (ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାବିଡ଼ ମୁନେତ୍ରା କାଝାଗମ)ର ୨୬ଜଣ ସାଂସଦଙ୍କୁ ବାଚସ୍ପତି ସୁମିତ୍ରା ମହାଜନ ସସ୍‌ପେଣ୍ଡ କରିଛନ୍ତି। ସେମାନଙ୍କୁ ୫ ଦିନ ଯାଏ ଗୃହ କାର୍ଯ୍ୟରୁ ସସ୍‌ପେଣ୍ଡ କରାଯାଇଛି।

ଆଜି ଲୋକସଭାରେ ଗୃହ କାର୍ଯ୍ୟ ଆରମ୍ଭରୁ କାବେରୀ ନଦୀ ଜଳ ବିବାଦକୁ ନେଇ ଏଆଇଏଡିଏମ୍‌କେ ସଭ୍ୟମାନେ ଗୃହର ମଧ୍ୟ ଭାଗକୁ ଆସି ବିରୋଧ କରିଥିଲେ। ଏପରିକି ରାଫେଲ୍ ପ୍ରସଙ୍ଗକୁ ନେଇ ଆଲୋଚନା ବେଳେ ଗୃହରେ ପ୍ଲାକାର୍ଡ ଧରି ପ୍ରତିବାଦ କରିଥିଲେ। ତେବେ ବାରମ୍ବାର ସେମାନଙ୍କ ପ୍ରତିବାଦ ଜାରି ରହିବାରୁ ବାଚସ୍ପତି ୨୬ଜଣ ସାଂସଦଙ୍କୁ ସସ୍‌ପେଣ୍ଡ କରିଛନ୍ତି।

 

ଆହୁରି ପଢ଼ନ୍ତୁ

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

‘ମୋଦି-ଟ୍ରମ୍ପ୍‌ଙ୍କ ସମ୍ପର୍କ ଅତି ନିବିଡ଼’

କମଳନାଥଙ୍କ ବିବାଦୀୟ ବୟାନକୁ ନେଇ ତାତିଲେ ଇମରତୀ ଦେବୀ, କହିଲେ….

ପାକିସ୍ତାନ ଛାଡ଼ିଲେ ଏହି ପପୁଲାର୍‌ ଟିକ୍‌ଟକ୍‌ ଷ୍ଟାର, ପାକିସ୍ତାନୀଙ୍କୁ ଦୋଷ ଦେଇ କହିଲେ…

ପାକିସ୍ତାନରେ ତେଜୁଛି ବିରୋଧୀଙ୍କ ସ୍ୱର: କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା‌ ପୋଲିସ

ଆତ୍ମଘାତୀ କାର୍‌ ବିସ୍ଫୋରଣରେ ୧୨ ମୃତ, ୧୨୦ ଆହତ

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

ମିଜୋରାମ-ଆସାମ ସୀମାନ୍ତରେ ବଢୁଛି ଉତ୍ତେଜନା, କଡ଼ାକଡ଼ି ହେଲା ସୁରକ୍ଷା ବ୍ୟବସ୍ଥା

ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ସ୍ୱୀକାର କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଗ୍ୟାଙ୍ଗଷ୍ଟର ଟାଇଗରକୁ ମାରିଦେଲେ

ଦୁଇ ମହିଳା ଗାଡ଼ିରୁ ଡେଇଁ ପଡ଼ିବା ଦେଖି କାର୍‌ର ପିଛା କଲେ ଲୋକେ, ତା ପରେ…

ଧାରା ୩୭୦ ଉଚ୍ଛେଦକୁ କରୋନା ଭାଇରସ ସହିତ ତୁଳନା କଲେ ଜାମ୍ମୁ ଓ କାଶ୍ମୀର ନେତା

You might also like