ଇରାନରୁ ଫେରିଲେ ୨୭୭ ଭାରତୀୟ

ନୂଆଦିଲ୍ଲୀ: ଇରାନରେ ଫସିଥିବା ୨୭୭ ଜଣ ଭାରତୀୟ ଆଜି ସ୍ଵଦେଶ ଫେରିଛନ୍ତି। ସ୍ଵତନ୍ତ୍ର ବିମାନ ଯୋଗେ ଏମାନଙ୍କୁ ଇରାନରୁ ଅଣାଯାଇଛି 

ଚୀନରେ କରୋନା ବ୍ୟାପିବା ପରେ ଏବେ ଇଟାଲୀ ଓ ଇରାନରେ ସ୍ଥିତି ଗମ୍ଭୀର ହୋଇଛି।

ପୁଣି ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନା ଆକ୍ରାନ୍ତରେ ତାମିଲନାଡୁରେ ଜଣେ ୫୪ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଜି ଭୋର ସମୟରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଆକ୍ରାନ୍ତରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି।

୧୯୬ଟି ଦେଶକୁ ବ୍ୟାପିସାରିଥିବା କରୋନାରେ ମୃତ୍ୟୁ ସଂଖ୍ୟା ୧୮ ହଜାର ୨୫୦ରେ ପହଞ୍ଚିଛି ।

You might also like