ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କୀ ନିପାତ

ଶ୍ରୀନଗର:ଜମ୍ମୁ-କାଶ୍ମୀରର ଅୱନ୍ତିପୁରାରେ ସୁରକ୍ଷାକର୍ମଙ୍କ ଗୁଳିରେ ୨ ଆତଙ୍କୀ ନିହତ ହୋଇଛନ୍ତି। ଏଥିସହିତ ସେମାନଙ୍କୁ ସହଯୋଗ କରୁଥିବା ଜଣେ ବ୍ୟକ୍ତି ମଧ୍ୟ ପ୍ରାଣ ହରାଇଛନ୍ତି।

ଘଜୱତ-ଇ-ହିନ୍ଦର କିଛି ଆତଙ୍କୀ ସ୍ଥାନୀୟ ଗୋରିପୁରାରେ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ସୁରକ୍ଷାକର୍ମୀ-ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୨ ଆତଙ୍କୀ ଓ ତାଙ୍କ ସହଯୋଗୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଟପ୍‌ କମାଣ୍ଡର ରହିଛି।

କରୋନା ମୁକାବିଲା ପାଇଁ ସାରା ବିଶ୍ୱ ଗୋଟିଏ ଲକ୍ଷ୍ୟ ନେଇ ଲଢୁଥିବାବେଳେ ଆତଙ୍କବାଦୀଙ୍କ ଏପରି କାଣ୍ଡକୁ ନିନ୍ଦା କରାଯାଇଛି।

 

 

ଆହୁରି ପଢ଼ନ୍ତୁ

‘ଜୟ ଶ୍ରୀରାମ’ କହି ରାୟଙ୍କୁ ସ୍ୱାଗତ କଲେ ଆଡଭାନୀ

ଅପରାଧର ବର୍ଷ ୨୦୧୯: ପ୍ରତ୍ୟେକ ଦିନ ୮୭ଟି ଦୁଷ୍କର୍ମ ମାମଲା ରେକର୍ଡ

ଅସହାୟଙ୍କ ସାହା ପାଲଟିଥିବା ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା ଜାତିସଂଘ

୨ ବର୍ଷ ତଳେ ନିଖୋଜ ଥିଲେ ମହିଳା, ଜୀବିତ ଅବସ୍ଥାରେ ସମୁଦ୍ରରୁ ଉଦ୍ଧାର ହେଲେ

ବାବ୍ରୀ ମସଜିଦ୍ ଭଙ୍ଗା ମାମଲାର ରାୟ: ୩୨ ଅଭିଯୁକ୍ତ ନିର୍ଦ୍ଦୋଷ

ହାଥରସ ଗଣଦୁଷ୍କର୍ମ ମାମଲା; ପରିବାର ଲୋକଙ୍କୁ ଘରେ ବନ୍ଦ କରି ପୀଡିତାଙ୍କ ଶବ ସତ୍କାର କଲା ପୋଲିସ

ପ୍ରେସିଡେନ୍‌ସିଆଲ ଡିବେଟରେ ମୁହାଁମୁହିଁ ହେଲେ ଟ୍ରମ୍ପ-ବିଡେନ

ଆସନ୍ତାବର୍ଷ ସୁଦ୍ଧା କମ୍‌ ଦାମ୍‌ରେ ମିଳିବ କରୋନା ଟିକା

୨୮ ବର୍ଷ ପରେ ଆଜି ହେବ ବାବରି ମସଜିଦ୍ ଭଙ୍ଗା ମାମଲାର ରାୟ ଶୁଣାଣି

ଏହି ରାଜ୍ୟରେ ଅକ୍ଟୋବର ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

You might also like