ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀର ପୁଲ୍‌ଓ୍ୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ଜଣ ଆହତଙ୍କବାଦୀ ନିହତ ହୋଇଛନ୍ତି।

ଆତଙ୍କବାଦୀମାନେ ଲୁଚିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସୁରକ୍ଷାକର୍ମୀମାନେ ଦକ୍ଷିଣ କଶ୍ମୀର ପୁଲୱାମା ଜିଲ୍ଲାର ସିର୍‌ନୋ ଗାଁରେ କର୍ଡନ ଓ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ।

ଏହାପରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଗୁଳିମାଡ଼ କରିଥିଲେ। ଯାହାର ପାଲଟା ଜବାବରେ ଏନ୍‌କାଉଣ୍ଟରରେ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

 

 

You might also like