ମେଡିସିନ ପାଇଁ ୩ ଜଣଙ୍କୁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ମେଡିସିନ ପାଇଁ ନୋବେଲ ପୁରସ୍କାର ଘୋଷଣା। ନୋବେଲ ପାଇଁ ଯୁଗ୍ମ ଭାବେ ୩ ଜଣଙ୍କ ନାଁ ଘୋଷଣା କରାଯାଇଛି। ହାର୍ଭେ ଜେ ଅଲଟର, ମାଇକେଲ ହଟନ ଓ ଚାର୍ଲସ ଏମ ରାଇସଙ୍କୁ ମିଳିବ ବିଶ୍ୱର ଏଇ ସମ୍ମାନଜନକ ପୁରସ୍କାର।

ହେପାଟାଇଟିସ ସି ଭାଇରସ ଆବିଷ୍କାର ପାଇଁ ଏମାନେ ପୁରସ୍କାର ପାଇବେ। ଏହି ୩ ଜଣଙ୍କ ନାଁ ନୋବେଲ କମିଟି ସେକ୍ରେଟେରୀ ଜେନେରାଲ ଘୋଷଣା କରିଛନ୍ତି।

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁ ୨୦୨୧ର ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଇସ୍ରାଏଲ୍ ଓ ୟୁଏଇ ମଧ୍ୟରେ ଐତିହାସିକ ଶାନ୍ତି ବୁଝାମଣା କରାଇବାରେ ମୁଖ୍ୟ ସୂତ୍ରଧର ଲାଗି ଟ୍ରମ୍ପଙ୍କୁ ମନୋନୀତ କରାଯାଇଛି। ନରୱେର ସଂସଦ ଖ୍ରୀଷ୍ଟିଆନ୍ ଟାଇବ୍ରିଙ୍ଗ୍-ଗଜେଡ୍, ଟ୍ରମ୍ପଙ୍କ ନାଁ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଛି।

ଆହୁରି ପଢ଼ନ୍ତୁ

ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

ପିଆଜ ଚୋରି କରି ବନ୍ଧା ହେଲେ

ମାଗଣାରେ ଦେଶବାସୀଙ୍କୁ ମିଳିବ କରୋନା ଭ୍ୟାକ୍‌ସିନ !

ଯାତ୍ରୀମାନଙ୍କ ପାଇଁ ଖୁସି ଖବର; ଭିସା ନିୟମରେ କୋହଳ କଲେ କେନ୍ଦ୍ର ସରକାର

You might also like