ପୁଣି ଭୂକମ୍ପରେ ଥରିଲା ଲଦାଖ

ନୂଆଦିଲ୍ଲୀ: କରୋନା ମହାମାରୀ ସଙ୍କଟ ସମୟରେ ପ୍ରତିଦିନ ଦେଶର କୌଣସି ନା କୌଣସି ସ୍ଥାନରେ ଭୂକମ୍ପର ଝଟକା ଦେଖିବାକୁ ମିଳୁଛି। ବିଶେଷକରି ଉତ୍ତର ଏବଂ ପୂର୍ବ ଭାରତରେ ଲଗାତର ଭୂକମ୍ପର ଝଟକା ଅନୁଭୂତ କରାଯାଉଛି। ଏହିକ୍ରମରେ ଗୁରୁବାର ଲଦାଖରେ ମଧ୍ୟ ଭୂକମ୍ପର ଝଟକା ଅନୁଭୂତ ହୋଇଛି।

ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫ ଥିବା ଜଣାପଡ଼ିଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳୀ ୧୧୯ କିଲୋମିଟର ଦୂର କାରଗିଲର ଉତ୍ତର-ପଶ୍ଚିମରେ ଥିଲା ବୋଲି କୁହାଯାଉଛି। ତେବେ ଏଥିରେ କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି। ଭୂକମ୍ପ ମଧ୍ୟାହ୍ନ ୧.୧୧ ମିନିଟରେ ହୋଇଥିଲା।

ଲଦାଖରେ ସପ୍ତାହକ ମଧ୍ୟରେ ୨ୟଥର ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଏହା ପୂର୍ବରୁ ଜୁନ୍ ୨୬ ତାରିଖରେ ହୋଇଥିବା ଭୂକମ୍ପର ତୀବ୍ରତା ୪.୫ ଥିଲା। ଲଦାଖରେ ଭୂକମ୍ପ ହେବାର କିଛି ସମୟ ପରେ ଜମ୍ମୁ ଓ କଶ୍ମୀରର ଓ ହିମାଚଳ ପ୍ରଦେଶରେ ମଧ୍ୟ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଅପରାହ୍ନ ୨.୦୨ ମିନିଟ୍ ସମୟରେ ଆସିଥିବା ଏହି ଭୂକମ୍ପର ତୀବ୍ରତା ୩.୬ ଥିଲା। ତେବେ ଏଥିରେ କିଛି ବି କ୍ଷତି ହୋଇନଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ହସ୍ପିଟାଲରୁ ଡିସଚାର୍ଜ ହେଲେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ମୋଦି ସରକାରଙ୍କ EIA ଡ୍ରାଫ୍ଟକୁ ରାହୁଲ ଗାନ୍ଧିଙ୍କ ବିରୋଧ

ଆଣ୍ଡାମାନ ନିକୋବରକୁ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଉପହାର

୧୪ ବର୍ଷ ପରେ ମିଳିଲା ହଜି ଯାଇଥିବା ପର୍ସ, ଆଉ ସେଥିରୁ ବାହାରିଲା…

ସାବଧାନ ! ବିନା ଅର୍ଡରରେ ଘରେ ପହଞ୍ଚୁଛି କି ବିହନ ପ୍ୟାକେଟ ? ଭୁଲ୍‌ରେ ବି ଖୋଲନ୍ତୁନି

ଉଦ୍ଧାର ହେଲା ବିରଳ ପ୍ରଜାତିର ବିଷାକ୍ତ ସାପ

୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ପକ୍ଷୀମାନଙ୍କୁ ଦାନା ଖାଇବାକୁ ଦେଉଛି ଏକ ବର୍ଷର ଶିଶୁ, ଫଟୋ ଭାଇରାଲ

ବିଷ ଇଞ୍ଜେକ୍ସନ ଦେଇ ୧୧ ପାକିସ୍ତାନ ଶରଣାର୍ଥୀଙ୍କୁ ହତ୍ୟା କରାଯାଇଥିଲା

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ମାଟି ତଳୁ ଶୁଭିଲା କାନ୍ଦିବାର ଶବ୍ଦ, ଆଉ ତା’ପରେ…

ଏକ ମାସର ଶିଶୁ ଦେଲା କରୋନାକୁ ମାତ୍‌, ମା’ କ୍ଷୀରକୁ ଡାକ୍ତର କଲେ ଅସ୍ତ୍ର

You might also like