ପୋଲିସ୍‌ SI ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାରେ ୪୫ ଗିରଫ

ଗୌହାଟି: ଆସାମରେ ପୋଲିସ୍‌ ସବ୍‌-ଇନ୍ସପେକ୍ଟର(SI) ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ୪୫ ଜଣଙ୍କୁ ଗିରଫ କରାଯାଇଛି।

ଅନେକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଏବଂ ଡିଜିଟାଲ୍ ପ୍ରମାଣପତ୍ର ମଧ୍ୟ ଜବତ କରାଯାଇଛି। ପ୍ରଶ୍ନପତ୍ର ଲିକ୍‌ର ମୁଖ୍ୟ ଅଭିଯୁକ୍ତକୁ ଶୀଘ୍ର ଗିରଫ କରାଯିବ ବୋଲି ଆସାମ ପୋଲିସ ଡିଜି ଭାସ୍କର ଜ୍ୟୋତି ମହାନ୍ତ କହିଛନ୍ତି।

ସୂଚନାଥାଉ କି, ସେପ୍ଟେମ୍ବର ୨୦ରେ ଆସାମର ପୋଲିସ୍ SI ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହେବା ଯୋଗୁ State Level Police Recruitment Board (SLPRB) ପରୀକ୍ଷାକୁ ବାତିଲ୍‌ କରିଥିଲା।

ଆହୁରି ପଢ଼ନ୍ତୁ

ଗ୍ରାହକଙ୍କୁ ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷ

ଆସୁଛି ୫ଜି ନେଟୱାର୍କ, ଚୀନ ବଦଳରେ ଆମେରିକା ସହ ହାତ ମିଳାଇଛି ଭାରତ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

କଙ୍ଗନାଙ୍କୁ ମୁମ୍ବାଇ ପୋଲିସ୍‌ର ସମନ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

You might also like