କପଡ଼ା ଗୋଦାମରେ ନିଆଁ ଲାଗି ୫ ଜୀବନ୍ତ ଦଗ୍ଧ

ପୁନେ: ମହାରାଷ୍ଟ୍ର ପୁନେରେ ଏକ କପଡ଼ା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟି ୫ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ମାନେ ସମସ୍ତେ ଶ୍ରମିକ ବୋଲି ଜଣାପଡ଼ିଛି। ତେବେ ଗୋଦାମ ଭିତରେ ଥିବା କିଛି ଶ୍ରମିକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

ତେବେ ଘଟଣାସ୍ଥଳରେ ୪ଟି ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ପୁଣେର ଉରୁଲି ଦେଭାଚିରେ ଥିବା କପଡ଼ା ଗୋଦାମରେ ଆଜି ଭୋରରୁ ହଠାତ୍ ନିଆଁ ଲାଗିଯିବାରୁ ଗୋଦାମରେ ଥିବା ୫ଜଣ ଶ୍ରମିକ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ ହୋଇଯାଇଛି।

ଅନ୍ୟପକ୍ଷେ, ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ।

ଆହୁରି ପଢ଼ନ୍ତୁ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

You might also like