NH ଉପରେ ୨ କାର୍‌ ମୁହାଁମୁହିଁ ଧକ୍କା

ଅହମଦାବାଦ: ଗୁଜରାଟ ଖେଡା ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ କାର୍‌ ମୁହାଁମୁହିଁ ଧକ୍କା ହେବା ଯୋଗୁ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ନାଡିଆଦ୍‌ ସିଭିଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଗତକାଲି ରାତିରେ ନାଡିଆଦ୍ ନିକଟ ଅହମଦାବାଦ-ଭାଦୋଦରା ଜାତୀୟ ରାଜପଥ-୮ରେ ଦୁଇ କାର୍ ମଧ୍ୟରେ‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୫ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ମୃତାହତ ଅହମଦାବାଦର ବୋଲି ଜଣାପଡ଼ିଛି।

ଖବରପାଇ ଅଗ୍ନିଶମ ବାହିନୀ ଓ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ପୋଲିସ୍‌ ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

You might also like