ଜମ୍ମୁ ଓ କଶ୍ମୀରରେ ଏନ୍‌କାଉଣ୍ଟର୍‌: ୬୦ ଘଣ୍ଟାରେ ୫ ସୁରକ୍ଷାକର୍ମୀ ସହିଦ

ଶ୍ରୀନଗର: ଜମ୍ମୁ ଓ କଶ୍ମୀର କୁପୱାଡ଼ା ଜିଲ୍ଲାରେ ତିନି ଦିନ ଧରି ଜାରି ରହିଛି ଆଣ୍ଟି ଟେରୋରିଷ୍ଟ ଅପରେସନ୍। କୁପୱାଡ଼ା ଜିଲ୍ଲାର ବଡ଼ଗାମ ଓ ହଣ୍ଡୱାରାରେ ସିଆର୍‌ପିଏଫ୍, ସେନା ଓ ରାଜ୍ୟ ପୁଲିସ୍ ପକ୍ଷରୁ ମିଳିତ ଭାବେ ଏହି ଅପରେସନ୍‌ କରାଯିବା ସହିତ ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ ତଦନ୍ତ କରି ଯାଞ୍ଚ କରାଯାଉଛି। ଏକାଧିକ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ କୁପୱାଡ଼ାକୁ ଏକରକମ ସିଲ୍ କରି ଦେଇଛନ୍ତି ସୁରକ୍ଷାବାହିନୀ।

ବର୍ତ୍ତମାନ ସୁଦ୍ଧା ତିନି ଜଣ ସିଆର୍‌ପିଏଫ୍ ଓ ଦୁଇ ଜଣ ରାଜ୍ୟ ପୁଲିସ୍ ଅଧିକାରୀ ସହିଦ ହୋଇଛନ୍ତି। ସେପଟେ ଗତକାଲିଠୁ ଆଜି ଯାଏ ପାକିସ୍ତାନ ପଟୁ ଅସ୍ତ୍ର ବିରତି ଉଲ୍ଲଂଘନ କରାଯାଇଛି। ରାଜୌରୀ, ଉରି ସେକ୍ଟର୍‌ରେ ପ୍ରବଳ ମୋର୍ଟାର ମାଡ଼ ହୋଇଛି। ଗାୱାହାଲାନ, ଚୋକାସ, କିକର ଓ କାଠି ପୋଷ୍ଟରେ ଗୁଳିମାଡ଼ ଯୋଗୁ ସାଧାରଣଲୋକଙ୍କ ବହୁ ସଂଖ୍ୟାରେ ଘର କ୍ଷତିଗ୍ରସ୍ତ ହୋଇଛି। ଏହାସହ କିଛି ଲୋକ ଆହତ ହୋଇ ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି।

 

ଆହୁରି ପଢ଼ନ୍ତୁ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

You might also like