୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର୍‌ କଲା ସେନା

ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିପାତ ହୋଇଛନ୍ତି।  ସୋପିଆନରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଏହି ଆତଙ୍କବାଦୀ ନିହତ ହୋଇଛନ୍ତି।

ନିହତ ଆତଙ୍କବାଦୀଙ୍କ ମଧ୍ୟରେ ଫାରୁକ ଅସଦ ନାଲି ନାମକ ଜଣେ ହିଜବୁଲ୍ କମାଣ୍ଡର ଏବଂ ଜଣେ ବିଦେଶୀ ନଗରିକ ଥିବା ଜଣାପଡ଼ିଛି। ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲା ରେବାନରେ ଆତଙ୍କବାଦୀ ଲୁଚିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଅଞ୍ଚଳକୁ ଘେରାଉ କରି ଜାମ୍ମୁ ଓ କାଶ୍ମୀର ପୋଲିସ, ଭାରତୀୟ ସେନା ଏବଂ CRPF ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା।

ଆତଙ୍କବାଦୀମାନେ ପ୍ରଥମେ ଗୁଳି ମାଡ଼ କରିବା ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଜବାନ ଦିଆଯାଇଥିଲା। ଦୀର୍ଘ ୬ ଘଣ୍ଟା ଧରି ଚାଲିଥିବା ଏହି ଅପରେସନରେ କୌଣସି ସୁରକ୍ଷକର୍ମୀଙ୍କୁ କ୍ଷତି ପହଞ୍ଚି ନାହିଁ।

ଆହୁରି ପଢ଼ନ୍ତୁ

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

୫୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କାର୍ ଚକାରୁ ମିଳିଲା ବିରାଟକାୟ ଅଜଗର

ଆମେରିକାକୁ ଧମକ ଦେଇ ଚୀନ କହିଲା-ଉଡାଇ ଦେବୁ

ଇତିିହାସରେ ପ୍ରଥମ: ଭାରତୀୟ ନୌସେନାରେ ନିଯୁକ୍ତି ପାଇଲେ ଦୁଇ ମହିଳା ଅଫିସର

You might also like