ନବୋଦୟ ବିଦ୍ୟାଳୟରେ ଅଧିକ ୫ ହଜାର ସିଟ୍‌ ବୃଦ୍ଧି

ନୂଆଦିଲ୍ଲୀ: ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଖୁସି ଖବର। ଚଳିତ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ଜବାହର ନବୋଦୟ ବିଦ୍ୟାଳୟରେ ଅଧିକ ୫ ହଜାର ସିଟ୍ ବୃଦ୍ଧି କରାଯାଇଛି।

କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ପ୍ରକାଶ ଜାଭ୍‌ଡେକର ଆଜି ଏହି ସୂଚନା ଦେଇଛନ୍ତି। ବର୍ତ୍ତମାନ ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ୪୬ହଜାର ୬ଶହ ରେସିଡେନ୍‌ସିଆଲ୍‌ ସ୍କୁଲ ରହିଛି। ଗତ ଚାରି ବର୍ଷ ମଧ୍ୟରେ ମୋଟ୍ ୯ ହଜାର ସିଟ୍ ବଢ଼ାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

୨୦୧୯ ଶିକ୍ଷା ବର୍ଷ ଲାଗି ମୋଟ୍ ୩୧ ଲକ୍ଷ ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଲାଗି ନାମ ପଞ୍ଜୀକରଣ କରିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବା ମନ୍ତ୍ରୀ ଦୋହରାଇଛନ୍ତି।

ଆହୁରି ପଢ଼ନ୍ତୁ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

କଙ୍ଗନାଙ୍କୁ ମୁମ୍ବାଇ ପୋଲିସ୍‌ର ସମନ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

You might also like