କରୋନା କବଳରେ ଗଣମାଧ୍ୟମ ପ୍ରତିନିଧି, ମୁମ୍ବାଇରେ ୫୩ ସାମ୍ବାଦିକ ଆକ୍ରାନ୍ତ

ମୁମ୍ବାଇ: ମୁମ୍ବାଇରେ କରୋନା ସ୍ଥିତି ଆହୁରି ସଙ୍ଗୀନ ହେବାରେ ଲାଗିଛି। ମୁମ୍ବାଇରେ ୫୩ ଜଣ ସାମ୍ବାଦିକ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସରବରାହ ସଂସ୍ଥାରୁ ଜଣାପଡିଛି। ହଫିଙ୍ଗପୋଷ୍ଟ ନାମକ ଏକ ଖବର ସଂସ୍ଥା ଦେଇଥିବା ସୂଚନା ଅନୁଯାୟୀ ମହାରାଷ୍ଟ୍ରର ହଟ୍‌ସ୍ପଟ୍‌ କୁହାଯାଉଥିବା ମୁମ୍ବାଇରେ ୫୩ ଜଣ ସାମ୍ବାଦିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏପରିକି ଏହି ସଂଖ୍ୟା ପରେ ବୃଦ୍ଧି ପାଇପାରେ ବୋଲି ଏହି ରିପୋର୍ଟରେ କୁହାଯାଇଛି।

ଶିବସେନା ନେତା ଏବଂ ବ୍ରିହନ୍‌ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ୍‌ର ସ୍ୱାସ୍ଥ୍ୟ କମିଟି ସଦସ୍ୟ ଆମେ ଘୋଲେ କହିବା ଅନୁଯାୟୀ, ମୁମ୍ବାଇର ୧୬୭ ଜଣ ସାମ୍ବାଦିକଙ୍କ ନମୁନା ପରୀକ୍ଷା ପାଇଁ ସଂଗ୍ରହ କରାଯାଇଥିଲା।

ସେ କହିଛନ୍ତି, ୧୬୭ ନମୁନାରୁ ୫୩ ପଜିଟିଭ୍‌ ଆସିଛି। ଏହି ସଂଖ୍ୟା ଆହୁରି ବୃଦ୍ଧି ଘଟିପାରେ। ୫୩ ଜଣଙ୍କ ମଧ୍ୟରେ ରିପୋର୍ଟର, କ୍ୟାମେରାମ୍ୟାନ୍‌ ଏବଂ ଫଟୋ ଜର୍ଣ୍ଣାଲିଷ୍ଟ ଅଛନ୍ତି।

ଆହୁରି ପଢ଼ନ୍ତୁ

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଦିନକରେ ସୁସ୍ଥ ହେଲେ ୩୬୦୭ କରୋନା ଆକ୍ରାନ୍ତ

କଟକ ବଡ଼ ମେଡିକାଲ କୋଭିଡ୍ ଓ୍ୱାର୍ଡର ଅବ୍ୟବସ୍ଥାର ଭିଡିଓ ଭାଇରାଲ

ରାଜ୍ୟରେ ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ

‘ଭୟଙ୍କର ସ୍ଥିତିରେ ଟ୍ଵିନ ସିଟି, ଅଯୋଗ୍ୟ ଅଫିସରଙ୍କ ହାତରେ ରହିଛି କୋଭିଡ ଦାୟିତ୍ଵ’

ଆସନ୍ତାବର୍ଷ ଆରମ୍ଭରୁ ମିଳିବ କରୋନା ଭ୍ୟାକସିନ୍!

You might also like