ଘାଟି ତଳକୁ ଖସିଲା ବସ୍‌; ଡ୍ରାଇଭରଙ୍କ ସମେତ ୬ ସ୍କୁଲ ଛାତ୍ରଛାତ୍ରୀ ମୃତ

ଶିମ୍‌ଲା: ଘାଟି ତଳକୁ ଖସିଲା ବସ୍‌। ହିମାଚଳପ୍ରଦେଶ ସିରମାରୁ ଜିଲ୍ଲାରେ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ବସ୍‌ ଘାଟି ତଳକୁ ଖସି ପଡ଼ିଛି। ଏଥିରେ ଡ୍ରାଇଭର ଓ ୬ ଜଣ ସ୍କୁଲ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।

ଏଥିସହ ଅନ୍ୟ ୧୨ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତର ଆହତ ଛାତ୍ରଛାତ୍ରୀଙ୍କ ମଧ୍ୟରୁ କିଛି ଛାତ୍ରଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଆଜି ସକାଳ ପ୍ରାୟ ୮ଟା ରେ ରେଣୁକା ସ୍ଥିତ ଡିଏଭି ସ୍କୁଲର ଛାତ୍ରଛାତ୍ରୀଙ୍କୁ ନେଇ ବସ୍‌ଟି ଯାଉଥିବା ବେଳେ ସନଗ୍ର ସହର ନିକଟରେ ଦୁର୍ଘଟଣା ଘଟିଥିଲା।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like