ଆସନ୍ତା ୧୨ ତାରିଖରେ ୫୯ ସିଟ୍‌ରେ ହେବ ମତଦାନ

ନୂଆଦିଲ୍ଲୀ : ସାଧାରଣ ନିର୍ବାଚନର ୫ଟି ପର୍ଯ୍ୟାୟ ସରିଛି। ୩୨୫ଟି ଆସନ ପାଇଁ ଭୋଟ୍ ଗ୍ରହଣ ହୋଇସାରିଛି।  ଏବେ ବାକି ରହିଛି ମାତ୍ର ୧୧୮ଟି ଲୋକସଭା ଆସନ ପାଇଁ ମତଦାନ। ଆସନ୍ତା ୧୨ ତାରିଖ ଦିନ ହେବ ଷଷ୍ଠ ପର୍ଯ୍ୟାୟରେ ନିର୍ବାଚନ।

ବାକିଥିବା ୧୧୮ରୁ ସିଟ୍‌ରୁ ୫୯ଟିରେ ହେବ ଭୋଟିଂ। ଯେଉଁଥିରେ ରହିଛି, ଉତ୍ତରପ୍ରଦେଶର ୧୪, ପଶ୍ଚିମବଙ୍ଗର ୮, ମହାରାଷ୍ଟ୍ରର ୮, ଦିଲ୍ଲୀର ସମସ୍ତ ୭ଟି ସିଟ୍, ହରିୟାଣାର ସମସ୍ତ ୧୦ଟି ଆସନ, ବିହାରର ୮ଟି ଏବଂ ଝାଡ଼ଖଣ୍ଡର ୪ଟି ଆସନ ପାଇଁ ହେବ ମତଦାନ।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like