ବସ୍‌-ବୋଲେରୋ‌ ମୁହାଁମୁହିଁ ଧକ୍କା, ଚାଲିଗଲା ୭ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ପିଲ୍‌ଭିଟ୍ ଜିଲ୍ଲା ପୁରନପୁରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌-ବୋଲେରୋ‌ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୨ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

ଲକ୍ଷ୍ନୌର ଏହି ବସ୍‌ଟି ଯାତ୍ରୀଙ୍କୁ ନେଇ ପିଲ୍‌ଭିଟ୍ ଅଭିମୁଖେ ଆସୁଥିବା ବେଳେ ପୁରନପୁରରେ ନିକଟରେ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରି ହସ୍ପିଟାଲ୍‌ରେ ଭର୍ତ୍ତି କରିଥିବା ଜଣାପଡ଼ିଛି। ମୃତକମାନେ ଲକ୍ଷ୍ନୌର ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like