ଆସାମରେ ବନ୍ୟା ସ୍ଥିତି ଭୟଙ୍କର: ବୁଡ଼ିଗଲା କାଜିରଙ୍ଗା ଜାତୀୟ ପାର୍କର ୭୦% ଅଞ୍ଚଳ

ବାକସା: ଲଗାଣ ବର୍ଷା ଯୋଗୁ ଆସାମରେ ସୃଷ୍ଟି ହୋଇଥିବା ଭୟଙ୍କର ବନ୍ୟା ସ୍ଥିତି ଏବେ ଉତ୍କଟ ରୂପ ଧାରଣ କରିଛି। ବନ୍ୟା ଯୋଗୁ କାଜିରଙ୍ଗା ଜାତୀୟ ପାର୍କର ୭୦% ଅଞ୍ଚଳ ଓ ୯୫ଟି କ୍ୟାମ୍ପ ସଂପୂର୍ଣ୍ଣ ରୂପେ ପାଣିରେ ବୁଡ଼ି ଯାଇଛି। ଫଳରେ ଅନେକ ଜୀବଜନ୍ତୁ ପ୍ରାଣ ହରାଇଥିବା ଆଶଙ୍କା କରାଯାଇଛି।

You might also like