ରାଜ୍ୟସଭାର ୮ ସାଂସଦ ସସ୍‌ପେଣ୍ଡ୍

ନୂଆଦିଲ୍ଲୀ: ବିଶୃଙ୍ଖଳ ଆଚରଣ ପାଇଁ ୮ ସାଂସଦଙ୍କୁ ରାଜ୍ୟସଭାରୁ ସସ୍‌ପେଣ୍ଡ୍ କରାଯାଇଛି।  କୃଷି ବିଲ୍ ଆଲୋଚନା ବେଳେ ହଙ୍ଗାମା କରିଥିବା ଏହି ୮ ସାଂସଦଙ୍କୁ ସପ୍ତାହେ ପାଇଁ ସସ୍‌ପେଣ୍ଡ୍ କରାଯାଇଥିବା ସୂଚନା ମିଳିଛି। ରାଜ୍ୟସଭା ଅଧ୍ୟକ୍ଷ ଏମ୍‌ ଭେଙ୍କେୟା ନାଇଡୁ ଏମାନଙ୍କୁ ସସ୍‌ପେଣ୍ଡ୍ କରିଛନ୍ତି।

ସସ୍‌ପେଣ୍ଡ୍ ହୋଇଥିବା ଏହି ୮ ସାଂସଦ ହେଲେ- ଡେରେକ୍ ଓବ୍ରାଏନ୍,ସଞ୍ଜୟ ସିଂ, ରାଜୁ ସତାଭ୍‌,କେକେ ରାଗେଶ,ରିପୁନ ବୋରା,ଡୋଲା ସେନ୍‌, ସୟଦ୍‌ ନାଜିର୍‌ ହୁସେନ୍‌ ଓ ଏଲାମରନ୍‌ କରିମ୍‌।

ସୂଚନାଥାଉ କି, ଗତକାଲି ରାଜ୍ୟସଭାରେ କୃଷି ବିଲ୍‌ ଆଲୋଚନା ବେଳେ କିଛି ସାଂସଦ ପୋଡିୟମ ଉପରକୁ ଚଢିବା ସହ ମାଇକ୍‌ ଛଡାଇବାକୁ ଚେଷ୍ଟା କରିଥିଲେ। ଏପରିକି ନିୟମ ପୁସ୍ତିକା ମଧ୍ୟ ଚିିରି ଦେଇଥିଲେ।

ଆହୁରି ପଢ଼ନ୍ତୁ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

You might also like