ବିଷାକ୍ତ ମଦ ପିଇ ୮୦ରୁ ଅଧିକ ମୃତ

ଦିସପୁର: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ ପରେ ଏବେ ଆସାମରେ ମଦମୃତ୍ୟୁର ବିଭୀଷିକା।  ଆସାମରେ ବିଷାକ୍ତ ମଦ ପିଇ ଗତକାଲି ସନ୍ଧ୍ୟାରୁ ଏପର୍ଯ୍ୟନ୍ତ ପ୍ରାୟ ୮୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି। ଦୁଇ ଶହରୁ ଅଧିକ ଲୋକ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

picture credit-News18.com

ମୃତକ ଓ ଅସୁସ୍ଥ ଥିବା ସମସ୍ତେ ଚା’ ବଗିଚାରେ କାମ କରୁଥିଲେ। ଚା’ ବଗିଚାରେ ଦିନର କାମ ସରିବା ପରେ ପ୍ରାୟ ତିନିଶହରୁ ଅଧିକ ଶ୍ରମିକ ବିଷାକ୍ତ ମଦ ପିଇଥିଲେ। କିଛି ସମୟ ପରେ ଏହାର କୁପ୍ରଭାବ ଧୀରେ ଧୀରେ ଦେଖିବାକୁ ମିଳିଥିଲା। କେହି କିଛି ବୁଝିବା ପୂର୍ବରୁ ଜଣଙ୍କ ପରେ ଜଣଙ୍କର ମୃତ୍ୟୁ ହୋଇଥିଲା।

picture credit-Sakshi

ମେଡିକାଲ୍‌ ପରିସରରେ ଚା’ ବଗିଚାର ଶ୍ରମିକମାନଙ୍କ ମୃତ ଶରୀରକୁ ରଖି ରଖାଯାଇଛି। କାନ୍ଦବୋବାଳିରେ ଫାଟିପଡୁଛି ପରିବେଶ ଆସାମ ମୁଖ୍ୟମନ୍ତ୍ରୀ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବାସହ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ଦୁଇ ଜଣଙ୍କୁ ଗିରଫ କରାଯାଇଛି। କିନ୍ତୁ ବିଷାକ୍ତ ମଦ କିପରି ଆସିଲା ସେ ସମ୍ପର୍କରେ ସ୍ପଷ୍ଟ ହୋଇନାହିଁ।

ଆହୁରି ପଢ଼ନ୍ତୁ

ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିରେ ମୁଁ ସନ୍ତୁଷ୍ଟ, ଏଥିପାଇଁ କାହାର ଧାରଣା ଦେବା ଆବଶ୍ୟକ ନାହିଁ: ହାଥରସ ପୀଡ଼ିତାଙ୍କ ବାପା

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୮ ହଜାର ପାର୍

ପୋଲିସ କର୍ମୀ ଅଟକାଉଥିବା ବେଳେ ଠେଲାପେଲାରେ ତଳେ ପଡ଼ିଗଲେ ରାହୁଲ ଗାନ୍ଧି

ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଘଂନ; ୩ ଭାରତୀୟ ଯବାନ ସହିଦ

ଲକ୍‌ଡାଉନ୍ ବେଳେ ବୁକ୍‌ ହୋଇଥିବା ଟିକେଟ୍‌ର ପୂରା ଟଙ୍କା ଫେରସ୍ତ ପାଇବେ ଯାତ୍ରୀ

ମାରଣା ଷଣ୍ଢ କବଳରୁ ଜେଜେ ମା’ଙ୍କୁ ଉଦ୍ଧାର କଲା କୁନି ନାତି

ସାମ୍ନାକୁ ଆସିଲା ଆଉ ଏକ ଭାଇରସ୍‌: ଭାରତରେ ସଂକ୍ରମଣ ବ୍ୟାପିବାର ଯଥେଷ୍ଟ ଆଶଙ୍କା

ହାଥରସ ଗଣଦୁଷ୍କର୍ମ ମାମଲା; ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିବାକୁ ଯାଉଛନ୍ତି ପ୍ରିୟଙ୍କା-ରାହୁଲ

ରିୟାଙ୍କ ଘରୁ ମିଳିଲା ଏମିତି ଜିନିଷ, ହୋଇପାରେ ୧୦ ବର୍ଷ ଜେଲ୍‌

ହାଥରସ୍‌ ଘଟଣାର ପୁନରାବୃତ୍ତି: ଦୁଷ୍କର୍ମ ପରେ ମରଣାନ୍ତକ ଆକ୍ରମଣ, ଆଖି ବୁଜିଲେ ଛାତ୍ରୀ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

You might also like