ଏଇ ପରିବା ମାର୍କେଟକୁ ଆସିଛନ୍ତି ସବୁ ‘କରୋନା’ ଆକ୍ରାନ୍ତ!

ଭୁବନେଶ୍ୱର: ସୁପର୍ ସ୍ପ୍ରେଡର୍ ପରିବା ମାର୍କେଟ। ତାମିଲନାଡ଼ୁ କୋଏମ୍ବାଡୁ ମାର୍କେଟ ଏବେ ପୁରା ତାମିଲନାଡ଼ୁ ପାଇଁ ପାଲଟିଛି ସୁପର୍ ସ୍ପ୍ରେଡର୍। କାରଣ ଏହି ବଜାରରୁ କରୋନା ଏବେ ମାଡ଼ିଛି ତାମିଲନାଡ଼ୁର ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣକୁ। ରାଜ୍ୟର ପ୍ରାୟ ୮୫ ପ୍ରତିଶତ କରୋନା ଆକ୍ରାନ୍ତ ଏହି ବଜାରକୁ ଆସିଛନ୍ତି କିମ୍ବା ଏଠୁ ଆସିଥିବା ଲୋକଙ୍କ ସମ୍ପର୍କକୁ ଆସିଥିବା ଜଣାପଡ଼ିଛି।

ଏହାପରେ ପୁରା ବଜାରକୁ ସିଲ୍ କରିଦିଆଯାଇଛି। ଗୋଟି ଗୋଟି ଦୋକାନକୁ ସାନିଟାଇଜ୍ କରିବା ସହ ଯେପରି ଏଠି କୌଣସି ପ୍ରକାର ବ୍ୟବସାୟ ଆଗାମୀ କିଛି ଦିନ ଯେପରି ହେବନି ସେ ନେଇ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

ତାମିଲନାଡ଼ୁର ପୁରାତନ ଓ ବଡ଼ ବଜାରମାନଙ୍କ ମଧ୍ୟରେ କୋଏମ୍ବାଡୁ ମାର୍କେଟ ଅନ୍ୟତମ। ପ୍ରତିଦିନ ଏଠି ଶହ ଶହ ଟ୍ରକ୍ ରପ୍ତାନୀ, ଆମଦାନୀ କରିଥାନ୍ତି। ତାସହ ବହୁ ସଂଖ୍ୟାରେ ଲୋକେ ନିଜ ଜିନିଷ ବିକିବାକୁ ଏଠି ଆସନ୍ତି। ତାମିଲନାଡ଼ୁରେ ଏବେ ସାଢ଼େ ୩ ହଜାର ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୩୧ ଜଣଙ୍କ ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୨୦୧୦ ଆକ୍ରାନ୍ତ

ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୧୩ ଦିନରେ ୧୦ ଲକ୍ଷ ସୁସ୍ଥ

ନଭେମ୍ବର ଶେଷ ଯାଏ ବଢ଼ିଲା ଅନ୍‌ଲକ୍‌ ୫.୦ ଗାଇଡ୍‌ ଲାଇନ କଟକଣା

କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ୧, ୨୪୭

ମଣିଷ ଶରୀରରେ କରୋନା ଟିକା ଦିଆଯିବା ପରେ ଆସିଲା ରୋଚକ ତଥ୍ୟ

ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ

ଆଜି ଚିହ୍ନଟ ହେଲେ ୧, ୪୮୦ କରୋନା ପଜିଟିଭ, ଖୋର୍ଦ୍ଧାରୁ କମୁଛି, ଅନୁଗୋଳରେ ବଢୁଛି

କରୋନାରୁ ସୁସ୍ଥ ହେଲେ ଆଉ ୨୦୭୧ ଆକ୍ରାନ୍ତ

ଯେମିତି ନିର୍ବାଚନ, ସେଇ ପଦ୍ଧତିରେ ହେବ ଦେଶରେ କୋଭିଡ୍ ଟିକାକରଣ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

You might also like