ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮୮୬ ଛୁଇଁଲା

ନୂଆଦିଲ୍ଲୀ: ଆଜି ଗୋଟିଏ ଦିନରେ ୬୦ ଜଣଙ୍କ ମୃତ୍ୟୁ ସହ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮୮୬ରେ ପହଞ୍ଚିଛି। ମହାରାଷ୍ଟ୍ରରେ  ସର୍ବାଧିକ ୩୪୨ଜଣଙ୍କ ମୃତ୍ୟୁ ହୋଇଛି। ସେହିଭଳି ମଧ୍ୟପ୍ରଦେଶ ମୃତ୍ୟୁ ସଂଖ୍ୟା ୧୦୬, ଗୁଜରାଟରେ ୫୧, ରାଜଧାନୀ ଦିଲ୍ଲୀରେ କରୋନା ମୃତ୍ୟୁ ସଂଖ୍ୟା ୫୪ ରହିଛି।

ସେପଟେ ୬ ହଜାର ୩୬୧ ଜଣ ସୁସ୍ଥ ହୋଇଥିବାରୁ ଦେଶରେ ଏବେ ଆକ୍ଟିଭ୍ କେଶ୍ ୨୧ ହଜାର ୧୩୨ ରହିଛି। ଆଜି କରୋନା ଅପଡେଟ୍ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ପ୍ଲାଜମା ଥେରାପି ଉପରେ ଗୁରୁତ୍ୱ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ୍ ଅଗ୍ରଓ୍ୱାଲ।

ଏହା ସହ ସେ କହିଛନ୍ତି ଯେ, କରୋନା ଭାଇରସ ବିରୋଧରେ ଦେଶ ଲଢୁଛି। ଆଉ ଏ ଲଢ଼େଇ କରୋନା ରୋଗ ସହ, ରୋଗୀ ସହ ନୁହେଁ। କରୋନା ଚିକିତ୍ସା ସହ ଅନ୍ୟ ରୋଗୀଙ୍କୁ ଅଣଦେଖା ନକରିବାକୁ ବି ସେ ଗୁରୁତ୍ୱ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୨୦୧୦ ଆକ୍ରାନ୍ତ

ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୧୩ ଦିନରେ ୧୦ ଲକ୍ଷ ସୁସ୍ଥ

ନଭେମ୍ବର ଶେଷ ଯାଏ ବଢ଼ିଲା ଅନ୍‌ଲକ୍‌ ୫.୦ ଗାଇଡ୍‌ ଲାଇନ କଟକଣା

କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ୧, ୨୪୭

ମଣିଷ ଶରୀରରେ କରୋନା ଟିକା ଦିଆଯିବା ପରେ ଆସିଲା ରୋଚକ ତଥ୍ୟ

ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ

ଆଜି ଚିହ୍ନଟ ହେଲେ ୧, ୪୮୦ କରୋନା ପଜିଟିଭ, ଖୋର୍ଦ୍ଧାରୁ କମୁଛି, ଅନୁଗୋଳରେ ବଢୁଛି

କରୋନାରୁ ସୁସ୍ଥ ହେଲେ ଆଉ ୨୦୭୧ ଆକ୍ରାନ୍ତ

ଯେମିତି ନିର୍ବାଚନ, ସେଇ ପଦ୍ଧତିରେ ହେବ ଦେଶରେ କୋଭିଡ୍ ଟିକାକରଣ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

You might also like