ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଲେ ବିଜେପି ନେତା

ଶ୍ରୀନଗର: ଜମ୍ମୁ-କାଶ୍ମୀର କୁଲ୍‌ଗାମ୍‌ ଜିଲ୍ଲାରେ ଆତଙ୍କବାଦୀଙ୍କ ଗୁଳିରେ ବିଜେପି ନେତା ତଥା ସରପଞ୍ଚ ସଜାଦ୍ ଅହମ୍ମଦ ପ୍ରାଣ ହରାଇଛନ୍ତି। ଆଜି ସକାଳେ ଆତଙ୍କବାଦୀମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ।

ସଜାଦ୍ ଅହମ୍ମଦଙ୍କୁ ମିଶାଇ ଗତ କିଛି ସପ୍ତାହ ଭିତରେ ଆତଙ୍କବାଦୀମାନେ ୪ଜଣ ବିଜେପି ନେତାଙ୍କ ଉପରେ ଆକ୍ରମଣ କରି ସାରିଲେଣି। ସଜାଦ୍ କୁଲ୍‌ଗାମ୍‌ ଜିଲ୍ଲା ବିଜେପି ଉପାଧ୍ୟକ୍ଷ ଥିଲେ।

 

 

 

 

ଆହୁରି ପଢ଼ନ୍ତୁ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ଗାଁ ଭିତରେ ଅଳିଆ ଫିଙ୍ଗିଥିବାରୁ କରନ୍‌ ଜୋହରଙ୍କୁ କ୍ଷମା ମାଗିବାକୁ କହିଲେ ଗୋଆ ସରକାର

ପ୍ରଧାନମନ୍ତ୍ରୀ ଦେଲେ ପ୍ରତିଶ୍ରୁତି-ସମସ୍ତଙ୍କୁ ଟିକା ମିଳିବ, କେହି ବାଦ୍‌ ପଡ଼ିବେନି

ଜୁଲାଇ ସୁଦ୍ଧା ୧୦କୋଟି ଲୋକଙ୍କୁ ମିଳିପାରିବ କରୋନା ଟିକା

You might also like