ଘନୀଭୂତ ହେଉଛି ଳଘୁଚାପ, ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପ ସାଗର ଉପରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନ୍‌ରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏହି ସମୟରେ ଅଶାନ୍ତ ରହିବ ବୋଲି କୁହାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କୁହାଯାଇଛି।

ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଓଡ଼ିଶା ସମେତ ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ପଞ୍ଜାବ, ହରିୟାଣା, ଚଣ୍ଡୀଗଡ଼, ଦିଲ୍ଲୀ, ୟୁପି, ବିହାର, ଝାଡ଼ଖଣ୍ଡ, ମଧ୍ୟ ପ୍ରଦେଶ ସମେତ ଅନେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୩୦ରୁ ୪୦ କି.ମି. ରହିବ ବୋଲି ଆଶଙ୍କା କରାଯାଉଛି।

ସୂଚନାଥାଉ କି, ସମ୍ଭାବ୍ୟ ବାତ୍ୟାର ନାମ ଅମ୍ଫାନ ରଖାଯାଇଛି।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like